ବଳାତ୍କାର ଉଦ୍ୟମରେ ବିଫଳ ହେବାରୁ ବୃଦ୍ଧାଙ୍କ ପ୍ରାଇପାର୍ଟରେ ଛୁରି ଭୁସିଲେ ଯୁବକ

ଜୟପୁର,୫ା୬: ରାଜସ୍ଥାନର ଡୁଙ୍ଗରପୁର ଜିଲାରୁ ଏକ ଅମାନବୀୟ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ମଦନିଶାରେ ଜଣେ ଯୁବକ ପଡ଼ୋଶୀ ବୃଦ୍ଧାଙ୍କୁ ବଳାତ୍କାର ଉଦ୍ୟମ କରି ଏଥିରେ ବିଫଳ ହେବାରୁ ରାଗରେ ବୃଦ୍ଧାଙ୍କ ପ୍ରାଇଭେଟ ପାର୍ଟରେ ଚୁରି ଭୁସି ହତ୍ୟା କରିଛନ୍ତି।

କୁଆଁ ଥାନା ଅଞ୍ଚଳରେ ଏହି ଘଟଣା ଘଟିଛି। ଥାନାଧିକାରୀ ମହମ୍ମଦ ରିଜିଓ୍ବାନ କହିଛନ୍ତି, ବୃଦ୍ଧାଙ୍କ ନାତୁଣୀ ପୋଲିସରେ ଅଭିଯୋଗ କରିଛନ୍ତି। ନାତୁଣୀଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କ ଜେଜେମା-ଜେଜେବାପାଙ୍କ ଘର ତାଙ୍କ ଘର ନିକଟରେ। ସେ ପୂର୍ବପରି ଜେଜେମା-ଜେଜେବାପାଙ୍କୁ ଖାଇବାକୁ ଦେଇ ଘରକୁ ଫେରି ଆସିଥିଲେ। କିଛି ସମୟ ପରେ ଜେଜେମା-ଜେଜେବାପାଙ୍କ ପାଟି ଶୁଭିଥିଲା। ତା’ ପରେ ସେ ପୁଣି ଦୌଡ଼ି ଆସି ଦେଖିଲେ ଯେ, ଜେଜେମା ତଳେ ପଡ଼ିଛନ୍ତି। ତାଙ୍କ ପ୍ରାଇଭେଟ୍‌ ପାର୍ଟରୁ ରକ୍ତ ବାହାରୁଛି। ତାଙ୍କ ଜେଜେମା ଏହି ସମୟରେ କହିଥିଲେ ପଡ଼ୋଶୀ ହୁରଜ ବାମଣିଆ ନାମକ ଜଣେ ଯୁବକ ମଦନିଶାରେ ତାଙ୍କ ଘରକୁ ଆସି ବଳାତ୍କାର ଉଦ୍ୟମ କରିଥିଲେ। ଯେତେବେଳେ ସେ ବିରୋଧ କଲେ ସେ ତାଙ୍କର ଏମିତି ଅବସ୍ଥା କରିଥିଲେ। ବୃଦ୍ଧାଙ୍କୁ ତୁରନ୍ତ ଚିଖଲି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ବୃଦ୍ଧାଙ୍କୁ ସାଗଓ୍ବାଡା ହସ୍ପିଟାଲ ନିଆଯାଉଥିବା ବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତଦେହ ବ୍ୟବଚ୍ଛେଦ ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହ ଘଟଣାର ତଦନ୍ତ କରୁଛି। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଥାନାଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri