Posted inଜାତୀୟ

ବଳାତ୍କାର ମାମଲାରେ ଏଲଜେପିର ପ୍ରିନ୍ସ ପାଶ୍ୱାନ

ନୂଆଦିଲ୍ଲୀ,୧୪।୯: ଲୋକ ଜନଶକ୍ତି ପାର୍ଟି (ଏଲଜେପି)ର ଏମ୍‌ପି ଚିରାଗ ପାଶ୍ୱାନଙ୍କ ସମ୍ପର୍କୀୟ ଭାଇଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଛନ୍ତି ଜଣେ ମହିଳା। ଏହି ମାମଲାରେ ଚିରାଗଙ୍କ ନାମ ମଧ୍ୟ ରହିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ମହିଳା ଜଣକ ଏଲଜେପିିର ଜଣେ ପୂର୍ବତନ କର୍ମୀ। ୩ ମାସ ତଳେ ସେ ପ୍ରିନ୍ସଙ୍କ ନାମରେ ବଳାତ୍କାର ଅଭିଯୋଗ ଆଣିଥିଲେ। କିନ୍ତୁ ଏହାକୁ ଅଣଦେଖା କରି ଦେଇଥିଲେ ପୋଲିସ । ପରେ ପୀଡ଼ିତା ଜଣକ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଅନ୍ୟପକ୍ଷରେ ତାଙ୍କ ବିରୋଧରେ ଆସିଥିବା ସମସ୍ତ ଅଭିଯୋଗକୁ ପ୍ରିନ୍ସ ଖଣ୍ଡନ କରିଛନ୍ତି। ମହିଳା ଜଣକ ମିଛ କହୁଥିବା ସେ ଅଭିଯୋଗ କରିଛନ୍ତି। ମହିଳାଙ୍କ ବିରୋଧରେ ସେ ଏଫ୍‌ଆଇଆର ରୁଜୁ କରାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟଙ୍କୁ ଆଶ୍ୱସ୍ତି, ରାଜସ୍ଥାନ ହାଇକୋର୍ଟ ନେଲେ ବଡ ନିଷ୍ପତ୍ତିି

ଜୟପୁର,୨୪।୭: ସଚିନ ପାଇଲଟ ଏବଂ ତାଙ୍କ ୧୮ ସହଯୋଗୀ ବିଧାୟକଙ୍କ ବିରୋଧରେ ଏବେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯିବ ନାହିଁ ବୋଲି ରାଜସ୍ଥାନ ହାଇକୋର୍ଟ ରାୟ ଦେଇଛନ୍ତି।...

ମନ୍ତ୍ରମୁଗ୍ଧ କଲା କଳାହାଣ୍ଡିର ‘ବଜାସାଲ’ ଲୋକନୃତ୍ୟ

ନୂଆଦିଲ୍ଲୀ, ୨୬।୧: ଦିଲ୍ଲୀ ରାଜପଥରେ ଗଣତନ୍ତ୍ର ଦିବସ ପରେଡରେ ବିଭିନ୍ନ ରାଜ୍ୟର ସଂସ୍କୃତିର ଝଲକ ଦେଖିବାକୁ ମିଳିଛି। ଚଳିତ ଥର କଳାହାଣ୍ଡିର ଲୋକନୃତ୍ୟ ‘ବଜାସାଲ’ ପରେଡରେ...

ହରଡ଼ଘଣାରେ ମୋଦି ସରକାର: ୩ ବର୍ଷରେ ବେକାରଙ୍କ ସଂଖ୍ୟା ୮.୪ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବେକାରି ସମସ୍ୟା ନେଇ ସରକାର ହରଡ଼ଘଣାରେ ପଡ଼ିଛନ୍ତି। ଗତ ୩...

ଭରଣପୋଷଣରେ ଖିଲାପ ଅଭିଯୋଗରେ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ…

ଚଣ୍ଡିଗଡ଼,୨୨।୧୧: ଭରଣପୋଷଣ ଆଦେଶର ଖିଲାପ ଅଭିଯୋଗରେ ଅଭିଯୁକ୍ତଙ୍କୁ ଏକକାଳୀନ ମାସେରୁ ଅଧିକ କାରାଦଣ୍ଡାଦେଶ କରି ହେବ ନାହିଁ ବୋଲି ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ...

୨୪ ଘଣ୍ଟାରେ ୭ ଅଧିକାରୀଙ୍କ ସମେତ ୭୨ ପୋଲିସ କରୋନା ସଂକ୍ରମିତ

ମୁମ୍ବାଇ,୧୦।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ବଢି ଚାଲିଥିବା ବେଳେ ଏଥିରେ ଅଧିକମାତ୍ରାରେ ପୋଲିସ ସଂକ୍ରମିତ ହୋଇଥିବା ଦେଖାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ...

କେବଳ ବିବାହ ପାଇଁ ଧର୍ମ ପରିବର୍ତ୍ତନ ନୁହେଁ ଠିକ୍‌, ଟିପ୍ପଣୀ ଦେଲେ କୋର୍ଟ…

ପ୍ରୟାଗରାଜ,୩।୮: ଉତ୍ତରପ୍ରଦେଶରେ ଲଭ ଜିହାଦ ଘଟଣା ବଢ଼ିବାରେ ଲାଗିଛି। ସମ୍ପ୍ରତି ଏଭଳି ମାମଲାଗୁଡ଼ିକରେ ଐତିହାସିକ ଚିରିତ୍ର ଆକବର ଏବଂ ଯୋଧାବାଈଙ୍କ କାହାଣୀକୁ ଅନ୍ତର୍ଭୁକ୍ତ କରାଯାଇଛି। ଆହ୍ଲାବାଦ...

ଜୟଶଙ୍କର-ୟାଙ୍ଗ ଆଲୋଚନା

ମସ୍କୋ, ୧୦।୯: ରୁଷିୟା ରାଜଧାନୀ ମସ୍କୋଠାରେ ସାଙ୍ଘାଇ ସହଯୋଗ ସଙ୍ଗଠନ( ଏସସିଓ) ବୈଦେଶିକ ମନ୍ତ୍ରୀଙ୍କ ବୈଠକ ପୁଷ୍ଠଭୂମିରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଓ...

ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌

ନୂଆଦିଲ୍ଲୀ,୨୯।୧୦: ୩୮ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌। ତାଙ୍କୁ ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ନିର୍ଦ୍ଦୋଷ ସାବ୍ୟସ୍ତ କରିଛି। ଗ୍ୟାଙ୍ଗଷ୍ଟାର ବିରୋଧରେ...

Advertisement
Archives

Model This Week