Posted inଜାତୀୟ

ଗଣବଳାତ୍କାର ମାମଲା: ୨ ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨୮ା୫- କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ଗଣବଳାତ୍କାର ମାମଲାରେ ଗିରଫ ହୋଇଥିଲେ ୬ ବାଂଲାଦେଶୀ। ଶୁକ୍ରବାର ପୋଲିସ ସେମାନଙ୍କୁ କ୍ରାଇମ୍‌ ସିନ୍‌ ରିକ୍ରିଏଟ୍‌ ପାଇଁ ଘଟଣାସ୍ଥଳକୁ ନେଇଥିଲା। ୬ ଅଭିଯୁକ୍ତଙ୍କ ମଧ୍ୟରୁ ୨ ଜଣ ପୋଲିସକୁ ଆକ୍ରମଣ କରି ଖସିବାକୁ ଉଦ୍ୟମ କରିଥିଲେ। ବାଧ୍ୟହୋଇ ପୋଲିସକୁ ଗୁଳି ଚଳାଇବାକୁ ପଡ଼ିଥିଲା। ଦୁହିଁଙ୍କ ଗୋଡ଼ରେ ଗୁଳି ବାଜିଛି। ଉଭୟଙ୍କ ବୟସ ପ୍ରାୟ ୨୦ ବର୍ଷ ହେବ। ଆହତ ଅଭିଯୁକ୍ତଙ୍କୁ ଏକ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଉଲ୍ଲେଖଯୋଗ୍ୟ, ବେଆଇନ ବାଂଲାଦେଶୀ ପ୍ରବାସୀ ଜଣେ ଯୁବତୀଙ୍କୁ ବଳାତ୍କାର ପରେ ଆକ୍ରମଣ କରିଥିଲେ। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭାଇରାଲ କ୍ଲିପ୍‌ ଆଧାରରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଧରିଥିଲା। ତେବେ ପୀଡ଼ିତା ମଧ୍ୟ ଜଣେ ବାଂଲାଦେଶୀ। ତାଙ୍କୁ ଏପର୍ଯ୍ୟନ୍ତ ପୀଡ଼ିତାଙ୍କୁ ଠାବ କରାଯାଇ ନାହିଁ। ଟଙ୍କା ଭାଗବଣ୍ଟାକୁ ନେଇ ବିବାଦ ଉପୁଜିବା ପରେ ଉକ୍ତ ମହିଳାଙ୍କୁ ଗଣବଳାତ୍କାର କରିଥିଲେ। ଏହାପରେ ଭଙ୍ଗା କାଚରେ ତାଙ୍କୁ ଆକ୍ରମଣ କରିଥିଲେ। ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ଭିଡିଓ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଟିରେ ପ୍ଲାଷ୍ଟିକ୍‌ ପୋତିହୋଇ ଜଳଧାରଣ ହ୍ରାସ

ପଟ୍ଟାମୁଣ୍ଡାଇ,୧ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳରେ ପ୍ଲାଷ୍ଟିକର ବ୍ୟବହାର ବହୁଳ ଭାବରେ ବଢ଼ିଚାଲିଛି। ସହର ସାରା କୁଢ଼ କୁଢ଼ ପ୍ଲାଷ୍ଟିକ ଅଳିଆ ଓ ଆବର୍ଜନା…

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri