କୁରକୁରେ ଦେବି କହି ଭାଣିଜୀଙ୍କୁ ବଳାତ୍କାର କଲେ ମାମୁ: ଆଇସିୟୁରେ ନିରୀହ ନାବାଳିକା, ଆଉ ମାମୁ….

ବାରଙ୍ଗ,୨୦।୧୧(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଅଞ୍ଚଳରେ ୬ ବର୍ଷର ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ୬ ବର୍ଷ ଝିଅକୁ ବଳାତ୍କାର କରାଯାଇଥିବା ନେଇ ବାରଙ୍ଗ ଥାନାରେ ମାମଲା ରୁଜୁ ହୋଇଛି। ବଳାତ୍କାର କରିଥିବା ଯୁବକ ହେଉଛନ୍ତି ଝାଡ଼ଖଣ୍ଡ ଅଞ୍ଚଳର। ସେ ତ୍ରିଶୂଳିଆ ନିକଟରେ ଥିବା ଏକ ଇଟାଭାଟିରେ କାମ କରୁଥିଲେ।
ମଙ୍ଗଳବାର ସା ସମୟରେ ଯୁବକ ଜଣଙ୍କ ୬ ବର୍ଷ ଝିଅକୁ ଭାଟିରୁ କୁର୍କୁରେ ଖାଇବାକୁ କହି ପାଖରେ ଥିବା ଏକ ଦୋକାନରୁ ଆଣିଥିଲା।କୁରକୁରେ କିଣାଇ ସାରି ଭାଟିକୁ ଫେରିବା ବେଳେ ବଳାତ୍କାର କରି ଫେରାର ହୋଇଯାଇଥିଲା। ଝିଅଟି କଷ୍ଟ ସହ୍ୟକରିନପାରି ପରିବାର ଲୋକଙ୍କୁ ଜଣାଇବା ପରେ ପରିବାର ଲୋକେ ଅଭିଯୋଗ କରିଛନ୍ତି। ନାବାଳିକା ଜଣଙ୍କ ଏସ୍‌ସିବିରେ ଆଇସିୟୁରେ ମୃତ୍ୟୁ ସହ ସଙ୍ଗ୍ରାମ କରୁଛନ୍ତି। ପାଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିବା ସହ ଗତ କାଲି ରାତିରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ କରିଥିବା ବେଳେ ଆଜି ସକାଳୁ ପୋଲିସ ତାଙ୍କଚ ଧରିବାରେ ସକ୍ଷମ ହୋଇଛି।ଅଭିଯୁକ୍ତ ହେଉଛନ୍ତି ଝିଅର ସମ୍ପର୍କୀୟ ମାମୁ ବୋଲି ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିକୁ ସ୍ବଚ୍ଛ, ସୁନ୍ଦର, ସବୁଜ କରିବା ପାଇଁ ପ୍ରଶାସନର ଅଭିଯାନ

ଦାରିଙ୍ଗବାଡ଼ି,୨ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ସହଯୋଗରେ ଶନିବାର…

ଗ୍ୟାସ ସିଲିଣ୍ଡର ଦାମ ବଢିବା ପରେ ସରକାରଙ୍କୁ ଟାର୍ଗେଟ କଲେ ସଞ୍ଜୟ ରାଉତ କହିଲେ…

ନୂଆଦିଲ୍ଲୀ,୨।୫: ଶିବସେନା (UBT) ଏମପି ସଞ୍ଜୟ ରାଉତ ଦେଶରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ଏବଂ ସାମ୍ପ୍ରତିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ସମ୍ପର୍କରେ ଏକ ବିବୃତ୍ତି ଜାରି…

ଶିକାର କରିବାକୁ ଘରୁ ଡାକିନେଲେ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri