ଦଶମ ଛାତ୍ରୀଙ୍କୁ ବଳାତ୍କାର

ବ୍ରହ୍ମପୁର ଅଫିସ,୪।୯: ଦଶମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବ୍ରହ୍ମପୁର ବଡବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ପାଣିଗ୍ରାହୀପେଣ୍ଠର ଶମ୍ଭୁ ଓରଫ ସୀମାଞ୍ଚଳ ସାବତ(୨୫)। ପୋଲିସ ପୀଡ଼ିତା ଓ ଅଭିଯୁକ୍ତଙ୍କ ଡାକ୍ତରୀ ମାଇନା କରାଇଛି। ମାମଲା ନମ୍ବର ୧୭୭/୨୧ରେ ପୋଲିସ ସୀମାଞ୍ଚଳଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଶମ୍ଭୁ ଗତ ଡିସେମ୍ବର ମାସରୁ ନାବାଳିକା ଛାତ୍ରୀଙ୍କୁ ପ୍ରେମ କରି ଆସୁଥିଲେ। ଏପରି କି ବିବାହ କରିବାର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଥିଲେ। ଶୁକ୍ରବାର ସନ୍ଧ୍ୟାରେ ଯୋଜନା ମୁତାବକ ଛାତ୍ରୀଙ୍କୁ ଅପହରଣ କରି ନେଉଥିବା ବେଳେ ପରିବାର ଲୋକେ ଉଭୟଙ୍କୁ ଉଦ୍ଧାର କରିଥିଲେ। ଏନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଶମ୍ଭୁକୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି।...

ଯୁବକଙ୍କୁ ଆକ୍ରମଣ

ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତାର ସୁଅ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆରଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ବିପଦସଙ୍କୁଳ ଅବସ୍ଥାରେ ଜହ୍ନେଇ ନାଳ ପୋଲ

ପାଟଣା, ୬।୬ (ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ପଞ୍ଚାୟତ କିଆପଡା ହନୁମାନ ଛକ ରାସ୍ତାର ଜହ୍ନେଇ ନାଳ ଉପରେ ଥିବା ପୋଲଟି ଭାଙ୍ଗି ଯାଇ...

ଟିକା ନେଇଥିବା ସ୍ବାସ୍ଥ୍ୟ କର୍ମୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧(ବ୍ୟୁରୋ) : ଆଜି ପ୍ରଥମ ଟିକା ନେଇଥିବା ସଫେଇ କର୍ମଚାରୀ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ସେମାନଙ୍କ ସହ କଥା...

ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍‌

ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ।...

ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ବଲିଉଡ୍‌ ଆକ୍ଟ୍ରେସ

ନୂଆଦିଲ୍ଲୀ, ୧୯।୧୨- ଇମ୍ରାନ ହାସିମଙ୍କ ଫିଲ୍ମ ‘ମର୍ଡର ୨’ ଯୋଗୁ ବଲିଉଡ୍‌ରେ ପରିଚୟ ପାଇଥିବା ଓଡ଼ିଆ ଆକ୍ଟ୍ରେସ ସୁଲଗ୍ନା ପାଣିଗ୍ରାହି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି।...

ଭିଡିଓ କଲିଂ ହେଲା କାଳ, ଜଳପ୍ରପାତରେ ବୁଡ଼ି ପ୍ରାଣ ହରାଇଲେ ଫାର୍ମାସୀ ଛାତ୍ର

ଦେବଗଡ଼,୧୭ା୭(ଡି.ଏନ୍‌.ଏ.): ସହରସ୍ଥିତ ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନଂ. କୁଣ୍ଡରେ ଭିଡିଓ କଲିଂ କରୁଥିବା ସମୟରେ ପ୍ରାଣ ହରାଇଛନ୍ତି ଜଣେ ଫାର୍ମାସୀ ଛାତ୍ର ।...

Advertisement
Archives

Model This Week