Posted inଜାତୀୟ

ଋଶିକେଶରେ ବିଦେଶୀ ମହିଳାଙ୍କୁ ବଳାତ୍କାର

ଋଶିକେଶ,୯।୧୦- ଋଶିକେଶରେ ଜଣେ ଆମେରିକୀୟ ମହିଳା (୩୭)ଙ୍କୁ ଜଣେ ସ୍ଥାନୀୟ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଯୋଗ ଶିକ୍ଷା ଲାଗି ସେ ଏଠାକୁ ଆସିଥିବାବେଳେ ଶିକ୍ଷାଦେବା ବାହାନାରେ ଯୁବକ ଜଣକ ମିଶିବା ସହ ଘରକୁ ଡାକି ବଳାତ୍କାର କରିଥିବା ବିଦେଶୀ ମହିଳା ଜଣକ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ମାମଲା ପ୍ରତ୍ୟାହାର ଲାଗି ଅଭିଯୁକ୍ତଙ୍କ ବାପା ଚାପ ପକାଉଥିବା ପୋଲିସ ଅଧିକାରୀ ଆର୍‌.କେ. ସାକ୍‌ଲାନି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି…

ଆଇଏମ୍‌ଡିର ବଡ଼ ଚେତାବନୀ, ମେ’ରେ ସ୍ବାଭାବିକଠାରୁ ହେବ ଅଧିକ ବର୍ଷା

ନୂଆଦିଲ୍ଲୀ,୧।୫: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ଆସିଛି। ଚଳିତ ବର୍ଷ ମେ ମାସରେ ଦେଶରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ…

କମର୍ସିଆଲ ଏଲ୍‌ପିଜି ପରେ ଏବେ ବଢ଼ିବ ପେଟ୍ରୋଲ-ଡିଜେଲ ଦର, ଖୁବ୍‌ଶୀଘ୍ର ହୋଇପାରେ ଘୋଷଣା!

ନୂଆଦିଲ୍ଲୀ,୧।୫: ଦେଶରେ ଖୁବଶୀଘ୍ର ପେଟ୍ରୋଲ ଏବଂ ଡିଜେଲ ଦରରେ ବୃଦ୍ଧି ଦେଖିବାକୁ ମିଳିପାରେ। ରିପୋର୍ଟ ଅନୁଯାୟୀ, ସରକାର ତୈଳ ଦର ବଢ଼ାଇବା ପାଇଁ ବିଚାର କରୁଛନ୍ତି, ଯଦିଓ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ନିର୍ବାଚନୀ ଫଳାଫଳ ମଧ୍ୟରେ ମମତାଙ୍କ ପାଇଁ ଆସିଲା ଖୁସିଖବର: ଜାଣିଲେ ଖୁସିରେ ନାବିବେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ସଦ୍ୟତମ ଏକଜିଟ ପୋଲ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଧିକାଂଶ ଏକଜିଟ ପୋଲ ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ହେବାର ପୂର୍ବାନୁମାନ…

ନିର୍ବାଚନ ଫଳାଫଳ ପୂର୍ବରୁ ମମତାଙ୍କୁ ଟ୍ରିପଲ ଝଟକା! TMC ପାଇଁ ଆସୁଛି…

କୋଲକାତା,୧।୫: ୨୦୨୬ ବଙ୍ଗଳା ନିର୍ବାଚନ ଫଳାଫଳ ପୂର୍ବରୁ ତୀବ୍ର ରାଜନୈତିକ କାର୍ଯ୍ୟକଳାପ ଚାଲିଛି। ଦିନ ହେଉ କି ରାତି, ସମଗ୍ର ବଙ୍ଗଳାରେ ଉତ୍ତେଜନାର ପରିସ୍ଥିତି ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri