ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ ଏବଂ ଅତୁଲ ମହାକୁଡ଼। ପୋଲିସ ପୀଡ଼ିତା ଓ ୨ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖ ରଜ ପର୍ବରେ ରବି ଓ ଅତୁଲ ବିଳମ୍ବିତ ରାତିରେ ନାବାଳିକାଙ୍କୁ ଘରୁ ଟେକି ନେଇ ବଳାତ୍କାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୮୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଦୋକାନୀ, ଫାଇନାନ୍ସ କମ୍ପାନୀ ସହ ଛତ୍ରପୁର ପୋଲିସର ଆଲୋଚନା

ଛତ୍ରପୁର,୨୧।୧୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ପୋଲିସ ସୁନା ଦୋକାନ ବ୍ୟବସାୟୀ ଏବଂ ଫାଇନାନ୍ସ କମ୍ପାନୀ ଅଧିକାରୀଙ୍କ ଶନିବାର ଏକ ଆଲେଚନା ହୋଇଛି। ସୁରକ୍ଷାକୁ ନେଇ ଥାନା...

ଠକେଇ ଅଭିଯୋଗରେ ୪ ନକଲି ଖବରଦାତା ଗିରଫ : ବିଭିନ୍ନ ସାମଗ୍ରୀ ଜବତ

ବରଗଡ଼ ଅଫିସ,୧୯ା୬ : ନିଜକୁ ଖବରଦାତାର ପରିଚୟ ଦେଇ ବରଗଡ଼ ଜିଲା ଶିଳ୍ପକେନ୍ଦ୍ରର ଭାରପ୍ରାପ୍ତ ସାଧାରଣ ପରିଚାଳକ ମନୋଜ କୁମାର ଶତପଥୀଙ୍କୁ ପିସ୍ତଲ ଦେଖାଇ ଠକେଇ...

ଆବଶ୍ୟକତାକୁ ଦେଖି ବ୍ୟଗ୍ର

ଭୁବନେଶ୍ୱର,୮।୫(ବ୍ୟୁରୋ) ରାଜ୍ୟ ସରକାର ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଏକ ଟିକା ଉତ୍ପାଦନ ୟୁନିଟ ସ୍ଥାପନ କରିବାକୁ ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିମିଟେଡ(ବିବିଆଇଏଲ୍‌) ସହ ୭ ବର୍ଷ...

ଗଞ୍ଜାମରେ ପୁଣି ୭୬ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୧କୁ ବୃଦ୍ଧି

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ପୁଣି ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ...

କାଠ ଦେବ ନାହିଁ ବନ ବିଭାଗ : ଅଧାରୁ ଅଟକିଛି ରଥ ନିର୍ମାଣ

ଉଦଳା,୧ା୬ (ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ସଦର ମହକୁମା ଉଦଳା ରଥଯାତ୍ରା ପାଇଁ କାଠ ଅଭାବରୁ ରଥ ନିର୍ମାଣ କାର୍ଯ୍ୟ ଅଧାରେ ଅଟକି ରହିଛି।...

ଏସ୍‌ସିବିରେ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ବିଳମ୍ବ ହେବ

କଟକ ଅଫିସ,୨୧।୯: ଏସ୍‌ସିବିରେ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହେବାରେ କିଛିଦିନ ବିଳମ୍ବ ଘଟିବ। ଏହା ଆସନ୍ତା ୨୧ ତାରିଖରେ ଲୋକାର୍ପଣ ହେବାର ଥିଲା। କିନ୍ତୁ...

ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ...

ପାହାଡ଼ ଚଢ଼ି ଆଦିବାସୀ ଗାଁରେ ପହଞ୍ଚିଲେ ବିଡିଓ

ଦଶପଲ୍ଲା,୩୧ା୧୦: ଲୋକଙ୍କ ବିଭିନ୍ନ ସମସ୍ୟା ବୁଝିବା ପାଇଁ ରାଜ୍ୟ ସରକାରଙ୍କ ଆହ୍ବାନକ୍ରମେ ଦଶପଲ୍ଲା ବ୍ଲକ ପ୍ରଶାସନ ତରଫରୁ ବିଭିନ୍ନ ଆଦିବାସୀ ବହୁଳ ଗ୍ରାମ ଗସ୍ତ କରାଯାଉଛି।...

Advertisement
Archives

Model This Week