ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ ଏବଂ ଅତୁଲ ମହାକୁଡ଼। ପୋଲିସ ପୀଡ଼ିତା ଓ ୨ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖ ରଜ ପର୍ବରେ ରବି ଓ ଅତୁଲ ବିଳମ୍ବିତ ରାତିରେ ନାବାଳିକାଙ୍କୁ ଘରୁ ଟେକି ନେଇ ବଳାତ୍କାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୮୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ ଘରକୁ, ହେଲେ ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର-ସୋନପୁର ୫୭ ନଂ. ଜାତୀୟ ରାଜପଥର ରଣ୍ଡା ଛକ ନିକଟରେ ବୁଧବାର ବୋଲେରୋ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫...

ସରକାରୀ ଜମି ହଡ଼ପ ଅଭିଯୋଗରେ ବାପା-ପୁଅ ଗିରଫ

ଦାରିଙ୍ଗବାଡ଼ି୨୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ବେଧଡ଼କ ଚାଲିଛି ସରକାରୀ ଜମି ହଡ଼ପ। ବିଭିନ୍ନ ସ୍ଥାନରେ ସରକାରୀ ଜମିକୁ ହଡ଼ପ କରିବା ସହ ବିକ୍ରିବଟା କରାଯାଉଥିବା...

କ୍ୟାନ୍‌ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା...

ଘରୁ ଆସି ଆଉ ଫେରିଲେନି କୁଳମଣି

ପାଟଣା ୪।୪(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ଦାଶରଥିପୁର -ବଳିଆପଶିବାଙ୍କ ରାସ୍ତାରେ ରବିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି।...

ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୨୩।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ,...

ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ବିପଦ

ରୂପ୍‌ସା, ୧୨।୮(ଡି.ଏନ.ଏ.)-କେନ୍ଦ୍ର ଓ ରାଜ୍ୟ ସରକାର ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ଦେଉଥିବା ବେଳେ ବିଭିନ୍ନ ସ୍ଥାନରେ ସୁରକ୍ଷିତ ଶ୍ରେଣୀଗୃହ ଅଭାବ...

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାପଝିଅଙ୍କୁ ଆକ୍ରମଣ, ୩ ଗିରଫ

ଖଇରା, ୯।୩(ଡି.ଏନ.ଏ.)-ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରୁଢିଙ୍ଗିଆ ଗ୍ରାମର କୈଳାସ ବରାଳ ଓ ତାଙ୍କ ଝିଅଙ୍କୁ ଆକ୍ରମଣ କରାଯାଇଛି।...

Advertisement
Archives

Model This Week