ରାଉରକେଲାରେ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା ଅଫିସ,୧୪।୪: ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ବେଳେ ଷ୍ଟିଲ ସିଟି ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକା(୧୨ବର୍ଷ)ଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ ବୁଧବାର ଗିରଫ କରିଛି ।
ଗତ ୪ ଦିନ ତଳେ ନାବାଳିକା ଜଣକ ବିସ୍କୁଟ କିଣିବା ପାଇଁ ଘର ନିକଟ ଦୋକାନକୁ ଯାଇଥିଲେ। ନାବାଳିକାଙ୍କୁ ଏକୁଟିଆ ଯାଉଥିବା ଦେଖି ବସ୍ତିର ଜଣେ ଯୁବକ ଘରକୁ ଡାକି ନେଇ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ କାହାକୁ ନ କହିବା ପାଇଁ ନାବାଳିକାଙ୍କୁ ଧମକ ଦେଇଥିଲେ ଯୁବକ। ଭୟରେ ନାବାଳିକା ଜଣକ ଘଟଣା ସମ୍ପର୍କରେ ଜଣାଇ ନ ଥିଲେ। ନାବାଳିକାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକଙ୍କ ସନ୍ଦେହ ହୋଇଥିଲା। ପଚରାଉଚରା କରିବାରୁ ନାବାଳିକା ଘର ଲୋକଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ପରେ ପରିବାର ଲୋକେ ବନ୍ଧମୁଣ୍ଡା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪.୧୮ କୋଟିର ଔଷଧ ଖତ

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ରାଜ୍ୟ ସରକାର ନିରାମୟ ଯୋଜନାରେ ଲୋକଙ୍କୁ ସରକାରୀ ହସ୍ପିଟାଲରେ ମାଗଣାରେ ଔଷଧ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ତେବେ ଓଡ଼ିଶା ରାଜ୍ୟ ଔଷଧ...

ୟୁନିଟ୍‌-୧ ମାର୍କେଟରୁ ଯୁବକଙ୍କୁ ଅପହରଣ: ୧୫ ଦିନ ପରେ ବି ଅମରଙ୍କର ମିଳୁନି ପତ୍ତା

ଭୁବନେଶ୍ୱର,୧୫।୯(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ୍‌-୧ ମାର୍କେଟରୁ ଜଣେ ଯୁବକ ସନ୍ଦେହଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଯୁବକ ଜଣକ ପେଟ୍ରୋଲ ଟାଙ୍କି ନିକଟରେ ବାଇକ ପାର୍କିଂ...

ଅଧିକାରୀ କରୁଛନ୍ତି ପକ୍ଷପାତିତା

ଭୁବନ, ୧୮।୬(ଡି.ଏନ୍‌.ଏ.) ଉନ୍ନୟନମୂଳକ କାର୍ଯ୍ୟରେ ପ୍ରଶାସନିକ ଅଧିକାରୀ ପକ୍ଷପାତିତା କରୁଥିବା ଅଭିଯୋଗରେ ଶୁକ୍ରବାର ଢେଙ୍କାନାଳ ଜିଲା ଭୁବନ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କୁ ଘେରିଛନ୍ତି ଭାଜପା କାର୍ଯ୍ୟକର୍ତ୍ତା।...

ବ୍ୟାଗ ଭିତରୁ ମିଳିଲା ନବଜାତ ଶିଶୁପୁତ୍ର

ଚମ୍ପୁଆ,୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ସଶାଙ୍ଗ ଗ୍ରାମ ନିକଟରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରାସ୍ତକଡ଼ରେ ଏକ ନବଜାତ...

ପ୍ରଥମ ଦିନରେ ୭୯ ପ୍ରତିଶତ ନେଲେ ଟିକା

ଭୁବନେଶ୍ୱର,୧୬।୧: ରାଜ୍ୟରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମ ଶନିବାର ଆରମ୍ଭ ହୋଇଯାଇଛି। ୧୬୧ଟି ଟିକାଦାନ କେନ୍ଦ୍ରରେ ପ୍ରଥମ ପର୍ଯ୍ୟାୟରେ ୧୬୩୩୦ ଜଣ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କୁ ଟିକା...

ମାଡିଗଲା ଡମ୍ପର: କ୍ରଶର ପରିସରରେ କାର୍ଯ୍ୟରତ କର୍ମଚାରୀ ମୃତ

ସଜନାଗଡ଼, ୧୮।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁରସ୍ଥିତ ସାଇ କ୍ରଶରରେ କାର୍ଯ୍ୟରତ କର୍ମଚାରୀଙ୍କ ଉପରେ ଏକ ଡମ୍ପର ମାଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ମୃତକ...

ଝାଟିମାଟି କୁଡ଼ିଆରେ ନିଷ୍ପେଷିତ ଜୀବନ

ଯାଜପୁର ଅଫିସ,୨୬ା୧୧:  ସମାଜରୁ ବାସନ୍ଦ ହୋଇ ଅକର୍ମଣ୍ୟ ଅବସ୍ଥାରେ ଅଭିଶପ୍ତ ଜୀବନ ବିତାଉଛନ୍ତି କୁଷ୍ଠରୋଗୀ। ସରକାରୀ ଉଦାସୀନତା ଯୋଗୁ ନିଷ୍ପେଷିତ ଜୀବନ ବିତାଉଥିବା ଏହି ମଣିଷମାନଙ୍କ...

ବସ୍‌ ମାଡିଯିବାରୁ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଗୁରୁତର

ଦିଗପହଣ୍ଡି,୫।୧୨(ଡି.ଏନ.ଏ.): ଦିଗପହଣ୍ଡି ସହର ଉପକଣ୍ଠ କୃଷି କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦିଲଖୁସ ନାମକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ-ଓଡି୦୭ୱାଇ-୯୪୯୩)...

Advertisement
Archives

Model This Week