ଜଙ୍ଗଲରେ ନାବାଳିକାଙ୍କୁ ବଳାତ୍କାର

ସୁନ୍ଦରଗଡ଼,୧୧ା୩(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଦାଣ୍ଡପାନି ନୁଆଡିହି ଗ୍ରାମରେ ଜଣେ ନାବାଳିକା ବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ବୁଧବାର ନାବାଳିକା ଗାଁ ନିକଟ ଜଙ୍ଗଲକୁ ଜାଳେଣି ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ତାଙ୍କୁ ଅଭିଯୁକ୍ତ ବଳତ୍କାର କରିଥିଲେ। ପୀଡିତା ଏହି ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏ ନେଇ ପରିବାର ସହ ଆସି ନାବାଳିକା ଜଣକ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ନାବାଳିକାଙ୍କ ଡାକରୀମାଇନା କରିଛି। ଏହି ଘଟଣାରେ ପୋଲିସ ସେହି ଗ୍ରାମର ଅନୀଲ ତିର୍କୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଲଓ୍ବେ ପକ୍ଷରୁ ନିମ୍ନମାନର ରାସ୍ତା ନିର୍ମାଣ: ସ୍ଥାୟୀତ୍ୱ ନେଇ ଅଭିଯୋଗ କଲେ ଗ୍ରାମବାସୀ

ବାଲିଆ,୭।୬: ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ କଟକ-ପାରାଦୀପ ରେଳପଥର ଗୋଠପଦାଠାରେ ୧୪ନଂ. ଫାଟକ ଠାରୁ ୧୫ନଂ. ଫାଟକ ପର୍ଯ୍ୟନ୍ତ ଜନସାଧାରଣଙ୍କ ଯାତାୟାତ ନିମନ୍ତେ ରେଲଓ୍ବେ ପକ୍ଷରୁ...

କାମରେ ଲାଗୁନି ଶୌଚାଳୟ

ଲାଠୋର, ୭ା୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଳ ଷ୍ଟେଶନରେ ଥିବା ଶୌଚାଳୟ(ଟଏଲେଟ) ବ୍ୟବହାର ଉପଯୋଗୀ ହୋଇ ରହିନାହିଁ। ଏଥିଯୋଗୁଁ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ...

ପୁରୀ: ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୩୦ା୧୧: ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ...

ଠେଙ୍ଗାରେ ବନ କର୍ମଚାରୀଙ୍କୁ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ଜଣେ ବନ କର୍ମଚାରୀଙ୍କୁ ଠେଙ୍ଗାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ...

ଡିଜେ ସହ ଗାଡ଼ି ଜବତ କଲା ପୋଲିସ

ପୁରୁଷୋତ୍ତମପୁର,୧ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ସମେତ ଆଖପାଖ ଅଞ୍ଚଳରେ ବିନା ଅନୁମତିରେ ବେଆଇନ ଭାବେ ବହୁଳ ମାତ୍ରାରେ ଡିଜେ ବ୍ୟବହାର ହେଉଥିଲା। ଶନିବାର ଏନେଇ ଏକ...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ଆଗରେ ଉତ୍ତେଜନା

କେନ୍ଦୁଝର,୧୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଡାକ୍ତରଖାନା ଆଗରେ ଚାପା...

ଶେରଗଡ଼ ବ୍ଲକର ସମସ୍ତ ପଞ୍ଚାୟତରେ ଖୋଲିଲା କୋଭିଡ୍‌ କେୟାର ହୋମ୍‌ : ପ୍ରତି ପଞ୍ଚାୟତରେ ରହିଛି ୧୦ଜଣଙ୍କ ପାଇଁ ବ୍ୟବସ୍ଥା

ଶେରଗଡ଼,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ। କରୋନା ମୁକିବିଲା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ନିର୍ଦ୍ଦେଶନାମା ରହିଛି ତାକୁ...

ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବି, ଜିଲାପାଳ ଅଫିସ ଆଗରେ ଧାରଣା

ବରଗଡ଼ ଅଫିସ,୧୫।୩: ବରଗଡ଼ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରର ରକ୍ତ ଭଣ୍ଡାର ପରିସରରେ ରହିଥିବା ରକ୍ତ ପୃଥକୀକରଣ ୟୁନିଟ କାର୍ଯ୍ୟକ୍ଷମ ଦାବିରେ ସୋମବାର ବରଗଡ଼ ଜିଲାପାଳ ଅଫିସ ଆଗରେ...

Advertisement
Archives

Model This Week