ଏକୁଟିଆ ପାଇ ଆଦିବାସୀ ମହିଳାଙ୍କୁ ଜଣଙ୍କ ପରେ ଜଣେ ବଳାତ୍କାର, ୨ ଜଣଙ୍କୁ ବାନ୍ଧି…

ବୈରୀ,୧।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ବୈରୀ ପୋଲିସ ପୀଡ଼ିତାଙ୍କୁ ଉଦ୍ଧାର କରି ଡାକ୍ତରୀ ମାଇନା ପାଇଁ ପଠାଇଛି। ଘଟଣାରେ ୨ ଅଭିଯୁକ୍ତ ଭଜମନ ଭୋଇ ଓ ଈଷତ୍‌ ହେମ୍ବ୍ରମଙ୍କୁ ଥାନା ସୁନନ୍ଦ ପିହୁକୁ ପୋଲିସ ଗିରଫ କରିଛି।

ସୂଚନାଯୋଗ୍ୟ, ସାମିଆ ପଞ୍ଚାୟତ ଚମ୍ପାପୁର ଗାଁ ର ଆଦିବାସୀ ମହିଳାଜଣଙ୍କ ଛେଳି ଚରାଇବାକୁ ଯାଇଥିଲେ। ଏହି ସମୟରେ ସ୍ଥାନୀୟ ଅଞ୍ଚଳର ୨ ଦୁର୍ବୃତ୍ତ ମହିଳାଙ୍କୁ ଏକୁଟିଆ ପାଇ ଜଣକ ପରେ ଜଣେ ବଳାତ୍କାର କରିଥିଲେ। ପୀଡ଼ିତା ସାରେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ୨ ଅଭିଯୁକ୍ତଙ୍କୁ ଧରିବାରେ ସକ୍ଷମ ହୋଇଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri