ଇଞ୍ଜିନିୟରିଂ କଲେଜରେ ଚାକିରି ଦେବାକୁ କହି ମହିଳାଙ୍କୁ ବଳାତ୍କାର

ବାରଙ୍ଗ,୯ା୭(ଡି.ଏନ.ଏ)-ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ମେଣ୍ଡାଶାଳ ଫାଣ୍ଡିରେ ଗୁରୁବାର ଅଭିଯୋଗ ହୋଇଛି। ଏ ନେଇ ପୋଲିସ ଚନ୍ଦକା ଥାନାରେ ନଂ.୧୨୦/୨୦ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏହି ଫାଣ୍ଡି ଅଧୀନରେ ଜଣେ ମହିଳା ଚାକିରି ସନ୍ଧାନରେ ଥିଲେ। ଏହି ସମୟରେ ଜଟଣୀ ଥାନା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ପରିଚୟରେ ଆସିଥିଲେ। ବ୍ୟକ୍ତି ଜଣକ ଛତାବର ନିକଟ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଚାକିରି କରାଇଦେବେ ବୋଲି ମହିଳାଙ୍କୁ କହିଥିଲେ। ଏଥିପାଇଁ ତାଙ୍କୁ ସୋମବାର ଉକ୍ତ କଲେଜକକୁ ଡାକିଥିବାରୁ ପୁଅ ସହ ମହିଳା ଜଣକ ଯାଇଥିଲେ। ତେବେ ତାଙ୍କ ପୁଅ ବାହାରେ ରହିଥିଲେ। ପରେ ମହିଳା ଜଣକ ଉକ୍ତ ବ୍ୟକ୍ତିଙ୍କ ସହ କଲେଜର ତିନି ମହଲା ଉପରକୁ ଯାଇଥିଲେ। ଜଣେ ଅଧିକାରୀଙ୍କ କାର୍ଯ୍ୟାଳୟକୁ ନେଇ ଜବରଦସ୍ତ ବଳାତ୍କାର କରିବା ସହ କାହାକୁ ଜଣାଇଲେ ମାରିଦେବାର ଧମକ ଦେଇଥିଲେ। ସେଠାରୁ ଆସି ଘରେ ମାନସିକ ଦୁଶ୍ଚିନ୍ତାରେ ରହିବା ସହ ଶାରୀରିକ ଅସୁସ୍ଥତା ଅନୁଭବ କରିବାରୁ ବୁଧବାର ପୁଅଙ୍କୁ ସବୁ କଥା କହିଥିଲେ। ଏ ନେଇ ପୁଅ ଫାଣ୍ଡିରେ ଅଭିଯୋଗ କରିଥିଲେ। ପରେ ଫାଣ୍ଡି ଅଧିକାରୀ ଥାନାରେ ଲିଖିତ ଭାବେ ଜଣାଇବାକୁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା...

ରାତି ପାହିଲେ ବାହୁଡ଼ା ଯାତ୍ରା, ରତ୍ନବେଦୀକୁ ବାହୁଡିବେ ମହାପ୍ରଭୁ

ପୁରୀ ଅଫିସ,୮।୭: ରାତି ପାହିଲେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ମହାପ୍ରଭୁ ଜନ୍ମବେଦୀ ଛାଡି ରତ୍ନବେଦୀକୁ ବାହୁଡିବେ। ଶୁକ୍ରବାର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ଶେଷ...

ଆଗରେ ଚାଲିଛି ବିଜେଡି: ତିର୍ତ୍ତୋଲରେ ୧୭,୪୧୫ ଭୋଟରେ ଆଗୁଆ

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ଉଭୟ ଆସନରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ତିର୍ତ୍ତୋଲ...

ସ୍ଥଗିତ ସ୍ଥାନରେ ମେ ୨୭ରେ ଭୋଟ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ସ୍ଥାନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପଦବୀ ଲାଗି ନିର୍ବାଚନ ହୋଇପାରି ନ...

ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ...

ଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ...

ମହିଳା ସଶକ୍ତୀକରଣ ନେଇ ଭାଜପା-ବିଜେଡିର ଟୁଇଟ୍‌ ଯୁଦ୍ଧ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ମହିଳା ସଶକ୍ତୀରଣ ପ୍ରସଙ୍ଗରେ ବିଜେଡି-ଭାଜପା ଏବେ ମୁହାଁମୁହିଁ ହୋଇଛନ୍ତି। ଏହି ପ୍ରସଙ୍ଗରେ ଉଭୟ ଦଳର ନେତାଙ୍କ ଭିତରେ ବର୍ତ୍ତମାନ ଟୁଇଟ୍‌ ଯୁଦ୍ଧ ଆରମ୍ଭ ହୋଇଯାଇଛି।...

ହାତୀ ଆକ୍ରମଣରେ ଜଣେ ବୃଦ୍ଧା ଗୁରୁତର

ଉଦଳା,୨୮।୧୨(ଡି.ଏନ୍‌.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ...

Advertisement
Archives

Model This Week