ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି।

ଅଭିଯୁକ୍ତ ଯୁବକ ଦୁର୍ଜ ପଟେଲଙ୍କ ସହିତ ଯୁବତୀଙ୍କ ପ୍ରେମ ସମ୍ପର୍କ ରହିଥିଲା। ଦୁର୍ଜ ଯୁବତୀକୁ ବିବାହର ପ୍ରତିଶ୍ରୁତି ଦେଇଥିଲେ। ଗତ ୧୭ ତାରିଖ ରାତ୍ରିରେ ସେ ଯୁବତୀଙ୍କ ଘରକୁ ଆସି ବଳାତ୍କାର କରିଥିଲେ। ଯୁବତୀଙ୍କ ପରିବାର ଲୋକେ ଏହା ଜାଣି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଗୋଲାମୁଣ୍ଡା ଥାନା ପୋଲିସ ଏକ ବଳାତ୍କାର ମାମଲା(ନଂ.୭୪/୨୦୨୧) ରୁଜୁ କରି ତଦନ୍ତ କରିଥିଲା। ପୋଲିସ ଉଭୟଙ୍କ ଡାକ୍ତରୀମାଇନା କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଯାଉଛି ଧନ, ମୋତେ ଭୁଲ ବୁଝିବ ନାହିଁ’

ହାଟଡିହୀ,୧୮।୩(ଡି.ଏନ୍‌.ଏ.): ‘ମୋ’ ଦୁଇ ଭଉଣୀ ମୋ’ କଥାରେ ରାଜି ହେଲେ ନାହିଁ । ତେଣୁ ମୋ ଦେହ,ମନ ଭଲ ରହିଲା ନାହିଁ । ସେଥିପାଇଁ ଆତ୍ମହତ୍ୟା...

ଜାତୀୟ ପ୍ରେସ୍‌ ଦିବସ ପାଳିତ

ଭଦ୍ରକ ଅଫିସ,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସଂସ୍କୃତି ଭବନ ପରିସରରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି। ଜିଲା ଲୋକସମ୍ପର୍କ ଅଧିକାରୀ ଗୋଲଖ...

ପୁଣି ତେଜିଲା ଆନ୍ଦୋଳନ, ଜିଲାପାଳ ଅଫିସ ଆଗରେ ଧାରଣା ଦେଲେ ଚାଷୀ

ବରଗଡ ଅଫିସ୍‌, ୫।୧୨:ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ଅଚଳାବସ୍ଥା ନେଇ ପୁଣି ଚାଷୀ ଆନ୍ଦୋଳନ ତେଜି ଉଠିଛି। ଜିଲାର ଭେଡେନ ବ୍ଲକ ଅନ୍ତର୍ଗତ ରେଶମ...

ହାଟ ବନ୍ଦ ପରେ ରାସ୍ତାରେ ବିକିିଲେ ଚାଷୀ

ଗୋପ,୨୪।୩(ଡି.ଏନ୍‌.ଏ): କରୋନା ସଂକ୍ରମଣ ରୋକିବା ଲାଗି ସରକାର ସାମାଜିକ ଦୂରତ୍ୱ ରକ୍ଷା କରୁଥିବାବେଳେ ଜିଲାପାଳଙ୍କ ନିର୍ଦ୍ଦେଶରେ ଗୋପ ବ୍ଲକ୍‌ର କେତେକ ହାଟକୁ ୧୪୪ ଧାରା ଜାରି...

କାଳିଆ-ପିଏମ୍‌ କିଷାନ ଯୋଜନା ମିଶି ପାରିବ ନାହିଁ: ଭାଜପା

ଭୁବନେଶ୍ୱର,୬।୧୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପିଏମ୍‌ କିଷାନ ଯୋଜନା ସହ ରାଜ୍ୟ ସରକାରଙ୍କ କାଳିଆ ଯୋଜନା ମିଶିପାରିବ ନାହିଁ। ରାଜ୍ୟ ଭାଜପା ପକ୍ଷରୁ ଶୁକ୍ରବାର ଆୟୋଜିତ ଖବରଦାତା...

ନଦୀଜଳରେ ଫେନୋଲିକ୍‌ ବିଷ

ଯାଜପୁର ଅଫିସ,୨୩।୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀଜଳ ଅସୁରକ୍ଷିତ ହୋଇପଡ଼ିଛି। ସେଥିରେ ବିଷାକ୍ତ ଫେନୋଲିକ୍‌ କମ୍ପାଉଣ୍ଡ ମିଳୁଛି। ରାଜ୍ୟ...

ଅସହାୟ ଶୁଭସ୍ମିତାଙ୍କୁ ସରକାରୀ ଯୋଜନା ଅପହଞ୍ଚ

କାଏମା,୧ା୧୧(ଡି.ଏନ.ଏ.):ସରକାରଙ୍କ ଅନେକ ଲୋକହିତକର ଯୋଜନା ମଧ୍ୟରୁ ଖାଦ୍ୟ ସୁରକ୍ଷା ଯୋଜନା, ବିଧବା ଓ ଭିନ୍ନକ୍ଷମ ଭତ୍ତା ଅନ୍ୟତମ। ହେଲେ ଏହି ଯୋଜନାରୁ ଏବେବି ଶତାଧିକ ଅସହାୟ...

ଟ୍ରେନ୍‌ରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

ରୂପ୍‌ସା, ୩ା୧(ଡି.ଏନ୍‌.ଏ.): ଜିଆର୍‌ପି ପୋଲିସ ବାଲେଶ୍ୱର ରେଳଷ୍ଟେଶନରେ ଶୁକ୍ରବାର ଡାଉନ୍‌ ହାଓ୍ବଡ଼ା-ଯଶବନ୍ତପୁର ସୁପରଫାଷ୍ଟ ଏକ୍ସପ୍ରେସ୍‌ରୁ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ବୟସ ୬୫...

Advertisement
Archives

Model This Week