ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଝାରସୁଗୁଡ଼ା ଅଫିସ,୧୨ା୨: ଝାରସୁଗୁଡ଼ା ଜିଲା ଲଇକେରା ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଲଖନପୁର ଥାନା ଜୟବୁଡିଆ ଗ୍ରାମର ନରେଶ କିଷାନ।

ଅଭିଯୋଗ ମୁତାବକ ନରେଶ ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ହେଲେ ପରେ ସେ ଯୁବତୀଙ୍କୁ ବିବାହ ପାଇଁ ମନାକରି ଅନ୍ୟତ୍ର ବିବାହ କରିବାକୁ ପ୍ରୟାସ ଚଳାଇଥିଲେ। ଏ ସମ୍ପର୍କରେ ଜାଣିବା ପରେ ଯୁବତୀ ଜଣକ ଲଖନପୁର ଥାନାରେ ଅଭିଯୋଗ କରିଥିଲେ। ଲଖନପୁର ଥାନା ପୋଲିସ ଏକ ମାମଲା(ନଂ.୪୦/୨୨) ରୁଜୁ କରି ଉଭୟଙ୍କ ଡାକ୍ତରୀ ମାଇନା କରାଇଛି। ଶନିବାର ନରେଶଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ...

ନିର୍ବାଚନୀ ହିଂସା: ଗୁଳିମାଡ଼ରେ ଯୁବକ ଗୁରୁତର

ନୂଆପଡ଼ା ଅଫିସ,୧୬।୩: ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ଥାନା ଅଧୀନ କୁରୁମପୁରି ପଞ୍ଚାୟତ ଲିମଡିହି ଗାଁରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଗୁଳିମାଡ଼ରେ...

୩ ଦିନ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ

ଭଦ୍ରକ ଅଫିସ,୨୯।୧୨: ଶ୍ରଦ୍ଧାଳୁଙ୍କ ପାଇଁ ବାବା ଆଖଣ୍ଡଳମଣିଙ୍କ ଦର୍ଶନ ୩ ଦିନ ବନ୍ଦ ରହିବ। ଏ ନେଇ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ...

ଉଚ୍ଚ ଜୁଆର ଯୋଗୁ ସମୁଦ୍ର ଗର୍ଭରେ ଲୀନ ହେବ ୬ ଘର

ଗଞ୍ଜାମ,୨୯।୫(ଡି.ଏନ.ଏ.): ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଉଚ୍ଚ ଲହଡିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ଅବକ୍ଷୟ ହେବାରେ ଲାଗିଛି। ପାଳିବନ୍ଧ...

ପୂଜାକୁ ଫେରିଲା ବାଜା

ବଅଁରପାଳ,୧୮ା୧(ଉପେନ୍ଦ୍ର ରାଉତ): ଆଧ୍ୟାତ୍ମିକ ଆୟୋଜନ ହେଉ କି ସାଂସ୍କୃତିକ ଅବା ମାଙ୍ଗଳିକ, ବାଦ୍ୟ ବିନା ଏହାର କଳ୍ପନା କଷ୍ଟକର। ଶାସ୍ତ୍ରରେ ମଧ୍ୟ ବାଦ୍ୟକୁ ସର୍ବଦା ଶୁଭର...

ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ...

ଜେଲରଙ୍କ ବଦଳି ଦାବିରେ କଏଦୀଙ୍କ ଧାରଣା

ଖୋର୍ଦ୍ଧାଅଫିସ,୩୦ା୭: ଖୋର୍ଦ୍ଧା ସବଜେଲ ମଧ୍ୟରେ ନିମ୍ନମାନର ଖାଦ୍ୟ ଓ ମାନସିକ ଯନ୍ତ୍ରଣା ଦିଆଯାଉଥିବା ଅଭିଯୋଗ ଆଣି ଜେଲରଙ୍କ ବଦଳି ଦାବିରେ ବୁଧବାର ସବଜେଲ ପରିସରରେ କେତେଜଣ...

ବୁଗୁଡ଼ାରେ ଶଟ୍‌ଡାଉନ ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ, ଜୀବନ ଯାତ୍ରା ପ୍ରଭାବିତ

ବୁଗୁଡ଼ା.୧୪।୬(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଶନିବାର ଏବଂ ରବିବାର ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବୁଗୁଡା ସହରରେ...

Advertisement
Archives

Model This Week