ରାଜଧାନୀରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜଧାନୀରେ ବାର ଖୋଲୁ ଖୋଲୁ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଚନ୍ଦ୍ରଶେଖରପୁର ସ୍ଥିତ ଏକ ବାର୍‌ରେ ଯୁବତୀଙ୍କୁ ମଦ ପିଆଇ ପାହାଳ ଅଞ୍ଚଳରେ ବଳତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତେବେ ଯୁବତୀ ସେଠାରୁ ଖସି ଆସି ପାହାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ କିଶନ ଅଗ୍ରୱାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ କମିଶନରଙ୍କ ସମସ୍ତ କୋର୍ଟ ବନ୍ଦ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ମହାମାରୀ କରୋନାର ସଫଳ ମୁକାବିଲା ପାଇଁ ପରସ୍ପରଠାରୁ ଦୂରତା ବଜାୟ ରଖିବା ଅତ୍ୟନ୍ତ ଜରୁରୀ। ଏହି ପରିପ୍ରେକ୍ଷୀରେ ପୋଲିସ କମିଶନରଙ୍କ ସମସ୍ତ କୋର୍ଟ...

କୋର୍ଟ ପରିସରରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନଷ୍ଟେବଳ ନିଲମ୍ବିତ

ଜଗତ୍‌ସିଂହପୁର ଅଫିସ, ୮ା୭: ଜଗତ୍‌ସିଂହପୁର କୋର୍ଟ ପରିସରରୁ ଗତ ୬ ତାରିଖରେ ଅଭିଯୁକ୍ତ ସୂର୍ଯ୍ୟ ସିଂହ(୧୯) ପୋଲିସକୁ ଚକ୍‌ମା ଦେଇ ଚମ୍ପଟ ମାରିଥିଲେ। ଏ ନେଇ...

ପ୍ରଭାବିତ ହେଉଛି ଓଡ଼ିଶାର ଅଣ୍ଡା ଶିଳ୍ପ: ଆନ୍ଦୋଳନକୁ ଓହ୍ଲାଇବ ଏଓଏଲ୍‌ଏଫ୍‌ଏ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଶାର ଅଣ୍ଡା ବ୍ୟବସାୟ ଅତ୍ୟନ୍ତ ଦୁର୍ଦ୍ଦିନ ସ୍ଥିତିରେ ପହଞ୍ଚି ସାରିଥିବା ସୂଚନା ଦେଇଛି ଅଲ୍‌ ଓଡ଼ିଶା ଲେୟାର ଫାର୍ମରସ୍‌ ଆସୋସିଏଶନ। ବ୍ୟବସାୟରେ ହେଉଥିବା କ୍ଷତିକୁ...

ଆଜି ପୁଣି ୩୩ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୭୦୦ ଟପିଲା; ମୃତକଙ୍କ ମଧ୍ୟରେ ଅଛନ୍ତି ୧୦ ମହିଳା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।...

ଓଡ଼ିଶା ଗସ୍ତରେ ଆସିବେ ରେଳମନ୍ତ୍ରୀ

ଭୁବନେଶ୍ୱର,୨୨।୪: ରେଳମନ୍ତ୍ରୀ ଅଶ୍ୱିିନୀ ବୈଷ୍ଣବ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଗସ୍ତ ସମୟରେ ସେ ବିଶାଖାପାଟଣା-କୋରାପୁଟ ଦୈନିକ ପାସେଞ୍ଜର ସ୍ପେଶାଲ ଟ୍ରେନ୍‌କୁ ଅପରାହ୍ନ ୪ଟାରେ ଉଦ୍‌ଘାଟନ...

ବନକଲାଗି: ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୯।୫: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟ ବିଜୟ ଦ୍ୱାର ବନ୍ଦ...

କରୋନା ଲକ୍ଷଣ ଥିଲେ ରଥଯାତ୍ରା ମନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶନିବାର ସ୍ବତନ୍ତ୍ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଉନ୍ନୟନ କମିଶନର ପ୍ରଦୀପ ଜେନା କରୋନା ଲକ୍ଷଣ...

ଆନ୍ନାକୋଣ୍ଡାର ସ୍ବାସ୍ଥ୍ୟାବସ୍ଥା ପରଖିଲେ ମାଡ୍ରାସ ଚିକିତ୍ସକ

ବାରଙ୍ଗ,୩ା୧୨(ଡି.ଏନ୍‌.ଏ)- ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ନୂଆ ଅତିଥି ଭାବେ ଆସିଥିବା ଦୁଇଟି ଆନ୍ନକୋଣ୍ଡାର ମୃତ୍ୟୁ ଘଟଣାକୁ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଏ ନେଇ ସୋମବାର...

Advertisement
Archives

Model This Week