ବଜାର ବୁଲାଇ ନେବା ବାହାନାରେ ଶିଶୁକନ୍ୟାଙ୍କୁ ବଳାତ୍କାର: ଅଭିଯୁକ୍ତ ଗିରଫ

ବାରିପଦା,୧୫ା୧୧-ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ଅଞ୍ଚଳରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ନିର୍ମମ ହତ୍ୟା ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ଅଞ୍ଚଳରେ ଶନିବାର ପୁଣି ଏକ ଲଜ୍ଜାଜନକ ଘଟିଛି। ସନ୍ଧ୍ୟାରେ ସମସ୍ତେ ଦୀପାବଳି ପାଳନରେ ବ୍ୟସ୍ତ ଥିବା ବେଳେ ଜଣେ ଯୁବକ ୪ବର୍ଷର ଶିଶୁ କନ୍ୟାଙ୍କୁ ବଜାର ବୁଲାଇ ନେବା ବାହାନାରେ ଜଙ୍ଗଲକୁ ନେଇ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ପୋକ୍‌ସୋ ଆକ୍ଟରେ ଏକ ବଳାତ୍କାର ମାମଲା (ନଂ. ୮୦୦/୧୨) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ଶିବ ସିଂ। ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଛି।
ଶିଶୁ କନ୍ୟା ଜଣକ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି ଆରମ୍ଭ କରିଥିଲେ। ରାତି ୯ଟା ସମୟରେ ଶିବ ତାଙ୍କୁ ଧରି ଘରକୁ ଫେରିବା ପରେ ଶିଶୁକନ୍ୟା ଜଣକ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ପିଆର୍‌ଏମ୍‌ ଡାକ୍ତରଖାନାରେ ଭର୍ତ୍ତି କରିବା ସହ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ ଜାରି ରହିଥିବା ତଦନ୍ତକାରୀ ଅଫିସର ବୀରେନ୍ଦ୍ର ସେନାପତି କହିିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ଭଗବାନ ମୁଦୁଲିଙ୍କୁ ଗୁରୁଦାୟିତ୍ୱ: ଉନ୍ନୟନ ପରିଷଦ ଅଧ୍ୟକ୍ଷ ମନୋନୀତ

ନନ୍ଦପୁର,୬।୪(ତୁଷାର କାନ୍ତ ମହାନ୍ତି): ରାଜ୍ୟ ସରକାର ରାଜ୍ୟର ୨୩ ଆଦିବାସୀ ବହୁଳ ଜିଲା ନିମନ୍ତେ ସ୍ବତନ୍ତ୍ର ଉନ୍ନୟନ ପରିଷଦର ନବ କଳେବର କରି ଅଧକ୍ଷ ଓ ଉପାଧ୍ୟକ୍ଷଙ୍କ…

କୂଅରେ ପଡି ଚାଲିଗଲା ଶିକ୍ଷକଙ୍କ ଜୀବନ, ପକ୍ଷାଘାତ ରୋଗ….

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୌର ପରିଷଦ ଅନ୍ତର୍ଗତ ଶିବ ଶକ୍ତି ନଗରରେ ଅଭାବନୀୟ ଘଟଣା । କୂଅରେ ପଡି ଶିକ୍ଷକଙ୍କ ମୃତ୍ୟୁ । ମୃତ…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri