ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ସରପଞ୍ଚଙ୍କ ସ୍ବାମୀ ଗିରଫ

ଆର.ଉଦୟଗିରି,୧୩।୧୧(ଡି.ଏନ.ଏ.): ଗଜପତି ଜିଲା ଅଡବା ଥାନା ଅଞ୍ଚଳର ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଅଡ଼ବା ସରପଞ୍ଚଙ୍କ ସ୍ବାମୀ ମାନସ ମଣ୍ଡଳଙ୍କୁ ରବିବାର ପୋଲିସ ଗିରଫ କରିଛି ।
ନାବାଳିକା ବାପାଙ୍କ ଅଭିଯୋଗ ପ୍ରକାରେ, ଗ୍ରାମର ସରପଞ୍ଚଙ୍କ ସ୍ବାମୀ ନାବାଳିକାଙ୍କ ଘରେ କେହି ନ ଥିବାର ସୁଯୋଗ ନେଇ ବିଭିନ୍ନ ସମୟରେ ନାବାଳିକାଙ୍କୁ ବଳାତ୍କାର କରୁଥିଲେ। ସେ ଗର୍ଭବତୀ ଥିବା ଜଣାପଡ଼ିବା ପରେ ଥାନାରେ ଅଭିଯୋଗ ହୋଇଥିଲା। ମୋହନା ଚାଇଲଡ୍ଡ ଲାଇନ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରଥିଲା। ଏ ନେଇ ପୋଲିସ ନଂ. ୧୩୮/୨୨ରେ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ବେଳେ ଫେରାର ମାନସଙ୍କୁ ପୋଲିସ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri