ଯାଜପୁରରୁ ଆସିଲା ବଡ଼ ଖବର: ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ…

ଭୁବନେଶ୍ୱର,୨୧।୭: ଯାଜପୁରରେ ବଡ଼ କାଣ୍ଡ । ହକି ପ୍ରଶିକ୍ଷଣ ପାଇଁ ଆସିଥିବା ନାବାଳିକାଙ୍କୁ ଗଣବଳାତ୍କାର ଅଭିଯୋଗ ହୋଇଛି। ୨ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକା ଅଭିଯୋଗ କରିଛନ୍ତି। ଟାଉନ ଥାନାରେ ମାମଲା ରୁଜୁ ହୋଇଥିବାବେଳେ କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ୨ ହକି ପ୍ରଶିକ୍ଷକ ଅଟକ ରହିଥିବା ସୂଚନା। ଆଉ ଜଣେ ଅଭିଯୁକ୍ତ ଫେରାର୍‌ ଥିବା କୁହାଯାଉଛି।

ଏକ ଲଜ୍‌କୁ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ୨ ହକି ପ୍ରଶିକ୍ଷକଙ୍କ ସମେତ ୩ ଜଣଙ୍କ ନାଁରେ ନାବାଳିକାଙ୍କ ଅଭିଯୋଗ ପରେ କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି। ୨ ହକି ପ୍ରଶିକ୍ଷକଙ୍କ ସହ ଅନ୍ୟ ଅଭିଯୁକ୍ତ ଓ ସହଯୋଗୀଙ୍କୁ ମିଶାଇ ୪ ଅଟକ । ଘଟଣାରେ ୪ ଜଣଙ୍କୁ ଅଟକ ନେଇ ଯାଜପୁର ଏସ୍‌ପି ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?