ନାବାଳିକା ବଳାତ୍କାର: ଅଭିଯୁକ୍ତଙ୍କ ସହ ଧରାପଡ଼ିଲେ ୨ ସହଯୋଗୀ

ପାଟଣାଗଡ଼,୧୮ା୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଝୁଲେନବର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ଘଟଣାର ତଦନ୍ତ ପରେ ମୁଖ୍ୟ ଅଭିଯୁକ୍ତ ପାଟଣାଗଡ ବଡପଡାର ରାଜା ମାଝି ଏବଂ ସହଯୋଗ କରିଥିବା ବିକାଶ କଢୁଲ ଏବଂ ଶିବ ତାଣ୍ଡିଙ୍କୁ ଗିରଫ କରିଛି

ଅଭିଯୋଗ ମୁତାବକ, ନାବାଳିକାଙ୍କୁ ରାଜା ପ୍ରେମ କରୁଥିଲେ। ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ନିକଟସ୍ଥ ପାହାଡକୁ ନେଇ ବଳାତ୍କାର କରିଥିଲେ। ତାଙ୍କୁ ୨ ସାଙ୍ଗ ବିକାଶ ଏବଂ ଶିବ ସହଯୋଗ କରିଥିଲେ। ଏନେଇ ପୀଡିତା ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ନାବାଳିକାଙ୍କ ବାପା ପାଟଣାଗଡ ଥାନାରେ ଶନିବାର ଅଭିଯୋଗ କରିଥିଲେ। ଦଫା ୩୭୬ (୨), ୩୪ ଆଇପିସି, ୬ ପୋକ୍‌ସୋ ଆକ୍ଟରେ ଏକ ମାମମଲା(୨୪୩/୨୨) ରୁଜୁ କରି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପାଟଣାଗଡ ଥାନା ଆଇଆଇସି ଅନନ୍ତ ପ୍ରଧାନ ସୂଚନା ଦେଇଛନ୍ତି। ଏଥିପୂର୍ବରୁ ୩ ଅଭିଯୁକ୍ତ ଓ ପୀଡିତାଙ୍କ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରୀମାଇନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି ଜିଲା ସୀମାରେ ହାଇ ଆଲର୍ଟ

ମାଲକାନଗିରି,୧୯ା୪(ଦୁର୍ଯ୍ୟୋଧନ ପାତ୍ର):ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମାଓବାଦୀମାନେ ସୀମାନ୍ତ ଛତିଶଗଡ଼ରେ ସେମାନଙ୍କର କାୟା ବିସ୍ତାରକରି ନିର୍ବାଚନକୁ ଭଣ୍ଡୁର...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୧୯।୪(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରପରିଷଦ ପକ୍ଷରୁ କରାଯାଇଥିବା ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିର ଗନ୍ଧ ସ୍ପଷ୍ଟ ବାରି ହେଉଥିବା ନେଇ ଅଭିଯୋଗ ଆସୁଥିଲେ...

ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ

ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍‌ତେଲ ଡ୍ୟାମ୍‌ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ।...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି।...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଝିଅ ପାଇଁ ଘରଡିହ ବିକିଲେ ପୂର୍ବତନ ବିଧାୟକ

ଆଳି,୧୯ା୪(ବନମାଳୀ ସେନାପତି):କେନ୍ଦ୍ରାପଡ଼ା ଲୋକ ସଭା ଆସନ ମଧ୍ୟରେ ଆଳି ବିଧାନସଭା ଆସନଟି ପ୍ରତ୍ୟେକ ନିର୍ବାଚନ ସମୟରେ ଚର୍ଚ୍ଚା ମଧ୍ୟରେ ରହିଥାଏ। ଚଳିତ ନିର୍ବାଚନରେ ମଧ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri