Advertisement
Posted inଜାତୀୟ

ଉତ୍ତରପ୍ରଦେଶରେ ପୁଣି ଲଜ୍ଜା

ସୁଲତାନପୁର,୨୦।୧୦: ଉତ୍ତରପ୍ରଦେଶର ସୁଲତାନପୁରରେ ଜଣେ ୧୬ ବର୍ଷୀୟାଙ୍କୁ ତାଙ୍କ ଗ୍ରାମର ୨ ଜଣ ଯୁବକ ଗଣବଳାତ୍କାର କରିଥିବା ପୋଲିସ କହିଛି। ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଦାଏର ଏତଲା ଅନୁଯାୟୀ ଗତ ୧୭ ତାରିଖରେ ଧମାଉର ଥାନା ଅଞ୍ଚଳରେ ଏହି ଆପରାଧିକ ଘଟଣା ଘଟିଛି। ଏ ସମ୍ପର୍କରେ କାହାକୁ ଜଣାଇଲେ ମାରିଦେବାକୁ ଅଭିଯୁକ୍ତମାନେ ଧମକ ଦେଇଥିଲେ। ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିନିଟ୍‌ ପିଛା ଅର୍ଡର ହେଉଛି ୧୧୫ ପ୍ଲେଟ୍‌ ବିରିୟାନୀ

ନୂଆଦିଲ୍ଲୀ,୨୨।୧୨: ଦେଶରେ ଚଳିତ ବର୍ଷ ପ୍ରତି ମିନିଟ୍‌ରେ ୧୧୫ ପ୍ଲେଟ ବିରିୟାନୀ ଅର୍ଡର କରାଯାଉଛି। ମଙ୍ଗଳବାର ଏଭଳି ତଥ୍ୟ ରଖିଛି ଖାଦ୍ୟ ଡେଲିଭର କରୁଥିବା ପ୍ଲାଟଫର୍ମ...

ସୁସ୍ଥ ଅଛନ୍ତି କଲ୍ୟାଣ ସିଂ

ଲକ୍ଷ୍ନୌ,୯ ।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଜସ୍ଥାନର ପୂର୍ବତନ ରାଜ୍ୟପାଳ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟରେ ବେଳକୁ ବେଳ ଉନ୍ନତି ପରିଲକ୍ଷିତ ହୋଇଛି । ସ୍ୱାସ୍ଥ୍ୟଗତ...

ତାମିଲନାଡୁରେ ଆରମ୍ଭ ହେଲା ‘ଫନୀ’ର ପ୍ରଭାବ

ଚେନ୍ନାଇ,୨।୫: ବତ୍ୟା ‘ଫନୀ’ ଏବେ ଉଗ୍ରରୂପ ନେଇ ଉପକୂଳ ମୁହାଁ। ଗୁରୁବାର ସକାଳେ ଏହାର ସାମନ୍ୟ ପ୍ରଭାବ ଆନ୍ଧ୍ର ପ୍ରଦେଶରେ ଦେଖିବାକୁ ମିଳିଛି। ଫଳରେ ନ୍ୟାଶନାଲ...

ଜନସାଧାରଣଙ୍କୁ ୩ ସଂକଳ୍ପ ମାଗିଲେ ପ୍ରଧାନମନ୍ତ୍ରୀ

ବାରଣାସୀ,୧୩।୧୨: ବାରଣାସୀରେ ବହୁ ପ୍ରତିକ୍ଷୀତ କାଶୀ-ବିଶ୍ୱନାଥ ଧାମ କରିଡରକୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଯୋଗ ଦେଇ କାଶୀର ଐତିହାସିକ ଗାଥା...

ନେହେରୁଙ୍କ ଅଚାନକ ଅସ୍ତ୍ରବିରତି ଘୋଷଣା ଯୋଗୁ ସୃଷ୍ଟି ହୋଇଥିଲା ପିଓକେ: ଶାହ

ମୁମ୍ବାଇ,୨୨।୯ : ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ଯୋଗୁ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ତେବେ ଏହା ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ୍‌ ନେହେରୁଙ୍କର ଏକ ଐତିହାସିକ...

ଉପରାଷ୍ଟ୍ରପତି ହେବେ ନୀତୀଶ!

ପାଟନା,୧ ।୪: ଶୁଣିବାକୁ ମିଳିଥିଲା କି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବାକୁ ମନ ବଳାଇଛନ୍ତି । ହେଲେ ବୁଧବାର ଜଣାପଡିଛି ଯେ...

ସରକାରଙ୍କ ନୂଆ ଯୋଜନା: ପୂଜାରୀଙ୍କୁ ବିବାହ କଲେ କନ୍ୟାଙ୍କୁ ମିଳିବ ୩ ଲକ୍ଷ ଟଙ୍କା

ବେଙ୍ଗାଲୁରୁ,୯।୧: କର୍ନାଟକ ସରକାର ରାଜ୍ୟରେ ବ୍ରାହ୍ମଣଙ୍କ ଆର୍ଥିକ ବିକାଶ ପାଇଁ ନୂଆ ଯୋଜନା ପ୍ରଣୟନ କରିଛନ୍ତି। ରାଜ୍ୟ ବ୍ରାହ୍ମଣ ବିକାଶ ବୋର୍ଡ ପକ୍ଷରୁ ଦୁଇଟି ଯୋଜନା...

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ନାଳନ୍ଦା,୧୩।୧୧: ବିହାରର ନାଳନ୍ଦାରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗିରିୟକ ଥାନା ଅଞ୍ଚଳରେ ଏକ ଟ୍ରକ୍‌ ଅଟୋକୁ ଧକ୍କା ଦେବାରୁ ୫...

Advertisement
Archives

Model This Week