ନାବାଳିକାଙ୍କୁ ବଳାତ୍କାର

ବାରିପଦା,୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଶାମାଖୁଣ୍ଟା ବ୍ଲକ୍‌ ଗୋବିନ୍ଦପୁର ଅଞ୍ଚଳର ବୁଧିରାମ ସିଂ(୨୭)। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ .୧୭୩/୨୩) ରୁଜୁ କରି ଉଭୟଙ୍କ ଡାକ୍ତରୀମାଇନା କରି ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ଅଗଷ୍ଟ ୩୧ତାରିଖରେ ନାବାଳିକାଙ୍କ ପରିବାର ଲୋକେ ଘରେ ନ ଥିବା ସମୟରେ ବୁଧିରାମ ଘରେ ପଶି ନାବାଳିକାଙ୍କୁ ବଳାତ୍କାର କରିଥିଲେ। ଘଟଣା ସମ୍ପର୍କରେ ଜାଣିବା ପରେ ପୀଡ଼ିତାଙ୍କ ପରିବାରଲୋକେ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର…

ଭାରତ ଆସିବେ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ! ପ୍ରଧାନମନ୍ତ୍ରୀଙ୍କୁ ମାଗିଲେ..

ନୂଆଦିଲ୍ଲୀ,୧୬।୫: ୨୦୨୬ ଆଇପିଏଲ ଫାଇନାଲ ଦିନ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ ମୋହସିନ ନକଭି ଅହମଦାବାଦରେ ଉପସ୍ଥିତ ରହିପାରନ୍ତି। ପ୍ରକୃତରେ, ଅହମଦାବାଦରେ ଏକ ଆଇସିସି (ଆନ୍ତର୍ଜାତୀୟ…

ସମାଜବାଦୀ ପାର୍ଟି ନେତା ଆଜମ ଖାନଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ

ନୂଆଦିଲ୍ଲୀ,୧୬।୫: ଉତ୍ତର ପ୍ରଦେଶର ପୂର୍ବତନ ମନ୍ତ୍ରୀ ଆଜମ ଖାନଙ୍କୁ କୋର୍ଟରେ ଏକ ବଡ଼ ଝଟକା ଲାଗିଛି। ୨୦୧୯ ଲୋକ ସଭା ନିର୍ବାଚନ ସମୟରେ ଦେଇଥିବା ଏକ ବିବାଦୀୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri