ନାବାଳିକାଙ୍କୁ ବଳାତ୍କାର: ସରପଞ୍ଚଙ୍କ ସ୍ବାମୀ ଥାନାରେ ଅଟକ

ପୁରୁଷୋତ୍ତମପୁର,୨୪।୫(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏକ ପଞ୍ଚାୟତର ସରପଞ୍ଚଙ୍କ ସ୍ବାମୀ ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ ପୁରୁଷୋତ୍ତମପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୩୫୦/୨୪) ରୁଜୁ କରିଛି। ଅଭିଯୋଗ ପରେ ପୋଲିସ ସରପଞ୍ଚଙ୍କ ସ୍ବାମୀଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି।

ପୋଲିସ ଉଭୟଙ୍କ ଡାକ୍ତରୀ ମାଇନା କରିବା ପରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆଇଆଇସି ବିପିନ ବିହାରି ହୋତା କହିଛନ୍ତି। ଏପରିକି ବଳାତ୍କାର ପରେ ନାବାଳିକା ଗର୍ଭବତୀ ହୋଇଥିଲେ। ଏହା ଜାଣିବା ପରେ ସରପଞ୍ଚଙ୍କ ସ୍ବାମୀ ଔଷଧ ଆଣି ଖାଇବାକୁ ଦେଇ ଗର୍ଭପାତ କରାଇଥିବା ନାବାଳିକା ଜଣକ ଆଇଆଇସି ନିକଟରେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯିବା ସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ମୁଖ୍ୟମନ୍ତ୍ରୀ: ‘କିଷାନ ସମ୍ମାନ ନିଧି ଯୋଜନା’ର କିସ୍ତି ଟଙ୍କା ବଣ୍ଟନ ଉତ୍ସବରେ ଦେବେ ଯୋଗ

ବରଗଡ଼,୧୭ା୬(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ଟଙ୍କା ବଣ୍ଟନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହେବ। ଏହି କ୍ରମରେ ବରଗଡ଼ରେ ହେବାକୁ...

ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼: ବରିଷ୍ଠ ଅଧିକାରୀ, ଅତିରିକ୍ତ ଫୋର୍ସ ଗଲେ ପୁରୀ

ପୁରୀ,୧୭ା୬: ଶ୍ରୀମନ୍ଦିର ଚାରିଦ୍ୱାର ଖୋଲାଯିବା ପରେ ଅପ୍ରତ୍ୟାଶିତ ଭାବେ ଶ୍ରଦ୍ଧାଳୁଙ୍କ ଆଗମନ ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଜ୍ୟ ସରକାର ଅତିରିକ୍ତ ଫୋର୍ସ...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri