ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।
ପୋଲିସ ସୂଚନା ମୁତାବକ, ଛାତ୍ରୀ ଜଣକ ସନ୍ଧ୍ୟା ସମୟରେ ଶୌଚ ପାଇଁ ନିକଟସ୍ଥ କେନାଲକୁ ଯାଇଥିଲେ। ଏହି ସମୟରେ ମୁରଲୀଧର ନିଆଲ ତାଙ୍କର ଦୁଇ ସହଯୋଗୀଙ୍କ ସହ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ପରେ ଜୁନାଗଡ଼ ଥାନା ଅଞ୍ଚଳରେ ରହୁଥିବା ସମ୍ପର୍କୀୟଙ୍କ ଘରେ ନାବାଳିକା ଓ ମୁରଲୀଙ୍କୁ ଦୁଇ ସହଯୋଗୀ ଛାଡି ଆସିଥିଲେ। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଧର୍ମଗଡ଼ ଥାନାରେ ଅଭିଯୋଗ କରିଥିଲେ। ଥାନାରେ ଏକ ମାମଲା (ନଂ.୧୭/୨୦୨୧) ରୁଜୁ ହୋଇଥିଲା।  ଅଭିଯୁକ୍ତ ମୁରଲୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ଏବଂ` ତାଙ୍କର ଦୁଇ ସହଯୋଗୀଙ୍କୁ ଖୋଜା ଚାଲିଥିବା ତଦନ୍ତକାରୀ ପୋଲିସ ଅଫିସର ବିପିନ କୁମାର କୂଳଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡରଶିପ୍‌ ଆୱାର୍ଡ’

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ଓ୍ବାଲର୍‌ଡ ସିଏସ୍‌ଆର୍‌ ଡେ ପକ୍ଷରୁ ଆନ୍ତର୍ଜାତିକ ସାମାଜିକ ସଂଗଠନ ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡର୍‌ଶିପ୍‌ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପ୍ରମୁଖ...

ଆଜି ୪୫ ବୁଥ୍‌ରେ ସାନି ମତଦାନ

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଭୋଟିଂ ମଙ୍ଗଳବାର ଶେଷ ହୋଇଛି। ୨୭ ଜିଲାର ୬୪ ବ୍ଲକର ୧ ହଜାର...

ବିଦ୍ୟୁତ୍‌ ତାର ଲାଗି ଶ୍ରମିକଙ୍କ ମୃତ୍ୟୁ, ରାସ୍ତାରୋକୋ

ଚିକିଟି,୨୮ା୭(ଡି.ଏନ.ଏ.) -କେ.ନୂଆଗାଁ ଥାନା ଚିକିଟିପେଣ୍ଠ ବ୍ରହ୍ମାନଗର ସାହିରେ ଶନିବାର ମଧ୍ୟାହ୍ନରେ ଘରକାମ ଚାଲିଥିବାବେଳେ ବିଦ୍ୟୁତ୍‌ ଆଘାତରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଚିକିଟିପେଣ୍ଠ...

ଭାଇରାଲ ଭିଡିଓରେ ପରୀ ହତ୍ୟା

ନୟାଗଡ଼ ଅଫିସ,୧୯।୨:ବହୁଚର୍ଚ୍ଚିତ ପରୀ ହତ୍ୟା ଘଟଣାରେ ନାବାଳକ କଲେଜ ଛାତ୍ରଙ୍କ ସହ ଜଣେ ବ୍ୟକ୍ତିିଙ୍କ କଥୋପକଥନର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ କଲେଜ ଛାତ୍ର...

ହନ୍ତାଳଗୁଡ଼ା ଘାଟିରେ ଓଲଟିଲା ପିକ୍‌ଅପ: ୪ ଗୁରୁତର ୧୧ ଆହତ

ଚିତ୍ରକୋଣ୍ଡା,୨୪।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ହନ୍ତାଳଗୁଡ଼ା ଘାଟିରେ ଶୁକ୍ରବାର ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି। ଏଥିରେ ୪ ଜଣ ଗୁରୁତର ହୋଇଥିବା ବେଳେ...

ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର

ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ...

ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ

କୋରୁକୋଣ୍ଡା,୨୫ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ସ୍ବାଭିମାନ ଅଞ୍ଚଳର ପଣସପୁଟ ଅଞ୍ଚଳରେ ଗୁଳିବିନିମୟ ଚାଲୁଥିବା ସୂଚନା ମିଳିଛି। ମାଲକାନଗିରି...

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ,...

Advertisement
Archives

Model This Week