ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ଧର୍ମଗଡ଼,୩୦।୧: କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଯୁବକ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତି କରି ସମ୍ପୃକ୍ତ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।
ପୋଲିସ ସୂଚନା ମୁତାବକ, ଛାତ୍ରୀ ଜଣକ ସନ୍ଧ୍ୟା ସମୟରେ ଶୌଚ ପାଇଁ ନିକଟସ୍ଥ କେନାଲକୁ ଯାଇଥିଲେ। ଏହି ସମୟରେ ମୁରଲୀଧର ନିଆଲ ତାଙ୍କର ଦୁଇ ସହଯୋଗୀଙ୍କ ସହ ନାବାଳିକାଙ୍କୁ ଅପହରଣ କରି ନେଇଥିଲେ। ପରେ ଜୁନାଗଡ଼ ଥାନା ଅଞ୍ଚଳରେ ରହୁଥିବା ସମ୍ପର୍କୀୟଙ୍କ ଘରେ ନାବାଳିକା ଓ ମୁରଲୀଙ୍କୁ ଦୁଇ ସହଯୋଗୀ ଛାଡି ଆସିଥିଲେ। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଧର୍ମଗଡ଼ ଥାନାରେ ଅଭିଯୋଗ କରିଥିଲେ। ଥାନାରେ ଏକ ମାମଲା (ନଂ.୧୭/୨୦୨୧) ରୁଜୁ ହୋଇଥିଲା।  ଅଭିଯୁକ୍ତ ମୁରଲୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ଏବଂ` ତାଙ୍କର ଦୁଇ ସହଯୋଗୀଙ୍କୁ ଖୋଜା ଚାଲିଥିବା ତଦନ୍ତକାରୀ ପୋଲିସ ଅଫିସର ବିପିନ କୁମାର କୂଳଦୀପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଅବରୋଧକରି ଗାଡ଼ି ଧୋଇବା ବେଳେ ପୋଲିସ ଚଢ଼ାଉ: ଗାଡି ଧୁଆ ଯନ୍ତ୍ର ଜବତ

ଯୋଡ଼ା, ୧୭।୯ (ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରଦେଇ ଯାଇଥିବା ୨ ନମ୍ବର ରାଜ୍ୟ ରାଜପଥ ଉପରେ ଭାରିଯାନ ରଖି ଧୋଉଥିବା ବେଳେ ପୋଲିସ ଚଢ଼ାଉକରି...

ଟିଏମ୍‌ସି ତଥ୍ୟ ଇ-ଅଫିସ ମାଧ୍ୟମରେ ଦିଅ  

ଜଗତ୍‌ସିଂହପୁର ଅଫିସ,୨୪ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟହ ଜିଲାକୁ ପ୍ରବାସୀଙ୍କ ଆଗମନ ହେଉଛି। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ରଖାଯାଉଛି। କିନ୍ତୁ ଟିଏମ୍‌ସିରେ...

ଡରାଇଲାଣି ଭଦ୍ରକ: ବଢ଼ୁଛି ସ୍ଥାନୀୟ ସଂକ୍ରମଣ ସଂଖ୍ୟା

ଭଦ୍ରକ ଅଫିସ,୭।୮: ଭଦ୍ରକ ଜିଲାରେ ଶୁକ୍ରବାର ପୁଣି ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୮୫୫କୁ ବୃଦ୍ଧି...

ପାଣିରେ ଭାସୁଛି କଟାଧାନ

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଶୁକ୍ର ଓ ଶନିବାର ୨ଦିନ ହେଲା ଲାଗି ରହିଛି । ଏହାର ପ୍ରଭାବରେ କଟା ଯାଇଥିବା...

ଫେରୁଛି ମହିଳା ଖୋ ଖୋ ଚମକ

ଭୁବନ, ୧୯।୧୧(ଡି.ଏନ୍‌.ଏ.):  ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ପରେ ଲୋକାଦୃତି ହାସଲ କରିଛି ହକି, ଫୁଟ୍‌ବଲ ଭଳି ଲୋକପ୍ରିୟ କ୍ରୀଡ଼ା। ପୁରୁଷଙ୍କ ଭଳି ମହିଳାମାନେ ମଧ୍ୟ ଆଉଟ୍‌ଡୋର...

ଜନ୍ମଦିନରେ ଚାଲିଗଲା ଜୀବନ: ଟ୍ରକ୍‌ ଧକ୍କାରେ ମା’ଓ ପୁଅ ମୃତ

ଅନୁଗୋଳ ଅଫିସ, ୧୩।୧୨-ପୁଅର ଜନ୍ମଦିନ ଥିବାରୁ ଧରମ ଅଜାଙ୍କ ସହ ସ୍କୁଟିରେ ବୁଢ଼ୀ ଠାକୁରାଣୀ ମନ୍ଦିର ଆସିଥିଲେ ମା’ ଓ ପୁଅ। ସେଠାରେ ପୂଜାର୍ଚ୍ଚନା ସାରି...

ଅସହାୟଙ୍କୁ ରନ୍ଧାଖାଦ୍ୟ ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡା,୧୯ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବିଭିନ୍ନ ପଞ୍ଚାୟତର ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା, କାମ ନ ଥିଲେ...

କାଳିଆ ଯୋଜନାରେ ଅଯୋଗ୍ୟ ହିତାଧିକାରୀ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀ କହିଲେ‘ ଟଙ୍କା ଫେରସ୍ତ ପାଇଁ ବ୍ୟବସ୍ଥା କରାଯାଉଛି’

ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ପ୍ରାୟ ୩ ଲକ୍ଷ ୪୧ ହଜାର ଅଯୋଗ୍ୟ ହିତାଧିକାରୀ ଥିବା ନେଇ ପ୍ରଥମେ ତଥ୍ୟ ପ୍ରକାଶ ପାଇବା ପରେ ଏବେ ଏହା ମାତ୍ର...

Advertisement
Archives

Model This Week