ମହିଳାଙ୍କୁ ଛୁରି ଦେଖାଇ ବଳାତ୍କାର

ଆର.ଉଦୟଗିରି,୧୩ା୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକ୍ରମେ ପୋଲିସ ଏକ ମାମଲା(ନଂ. ୧୫୦/୨୧) ରୁଜୁ କରି ତଦନ୍ତ ଚଳାଇଛି। ମହିଳାଙ୍କ ସ୍ବାମୀ ଜଣେ ଗାଡ଼ିଚାଳକ। ସେ ଅଧିକାଂଶ ସମୟ ବାହାରେ ରହୁଥିଲେ। ଏହାର ସୁଯୋଗ ନେଇ ଉକ୍ତ ଥାନା ଅଞ୍ଚଳର ୨୩ ବର୍ଷୀୟ ଯୁବକ ଗତ ୧୫ ତାରିଖରେ ଛୁରି ଧରି ମହିଳାଙ୍କ ଘରେ ପଶି ଜୀବନରୁ ମାରିଦେବାର ଧମକ ଦେଇ ବଳାତ୍କାର ଉଦ୍ୟମ କରିଥିଲେ। ତା’ ପରଦିନ ମହିଳା ଜଣକ ବାରିପଟକୁ ଯାଇଥିବା ବେଳେ ସମ୍ପୃକ୍ତ ଯୁବକ ତାଙ୍କୁ ମାଡ଼ମାରି ବଳାତ୍କାର କରିଥିଲେ। ଘଟଣାର ପ୍ରାୟ ୨୧ ଦିନ ପରେ ସ୍ବାମୀ ଘରକୁ ଆସିବା ପରେ ମହିଳା ଜଣଙ୍କ ତାଙ୍କୁ ସବୁ କଥା କହିଥିଲେ। ପରେ ଦମ୍ପତି ଏ ନେଇ ମୋହନା ଥାନାରେ ଅଭିଯୋଗ କରିଥିଲେ ବୋଲି ଥାନା ଅଧିକାରୀ ସୁଜିତ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ

ବାରଙ୍ଗ,୧୦ା୧୨(ଡି.ଏନ୍‌.ଏ.): ନୂଆ ରୂପ ନେବ ନନ୍ଦନକାନନ ବସ୍‌ଷ୍ଟାଣ୍ଡ। ଏହାର ଉନ୍ନତୀକରଣ କରାଯିବ। ବସ୍‌ଷ୍ଟାଣ୍ଡରେ ରହିବ ମାର୍କେଟ କମ୍ପ୍ଲେକ୍ସ। ମାର୍କେଟ କମ୍ପ୍ଲେକ୍ସରେ ନନ୍ଦନକାନନ ବସ୍‌ଷ୍ଟାଣ୍ଡ ବଣିକ ସଂଘର...

ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତିଙ୍କ ପରଲୋକ

କଟକ ଅଫିସ,୧୪।୫: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା।...

ବିନା ଭକ୍ତରେ ଶେଷ ହେଲା ମା’ ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ଖାଁ ଖାଁ ଦେବୀପୀଠ, ନୀତି ସମ୍ପନ୍ନ କଲେ ସେବାୟତ

କାକଟପୁର,୭।୪(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣା ଯୋଗୁ ସମସ୍ତ ଦେବାଦେବୀ ପୀଠରେ ଏକରକମ ତାଲା ପଡ଼ିଛି। କେବଳ ସେବାୟତ ପୂଜାପଣ୍ଡାଙ୍କୁ ଛାଡ଼ିଦେଲେ ଭକ୍ତଙ୍କ ଦର୍ଶନ ବନ୍ଦ...

ଏବେ ବି ଲୋକେ ପିଉଛନ୍ତି ଚୁଆପାଣି

ଯାଜପୁର ଅଫିସ,୧୨।୩: ଡ୍ୟାସ୍‌ ବୋର୍ଡ ମନିଟରିଂ ସିଷ୍ଟମ୍‌ (ଡିବିଏମ୍‌ଏସ୍‌)ରେ ଫେବୃୟାରୀ ସୁଦ୍ଧା ଯାଜପୁର ଜିଲାରେ ପାଇପ ଜଳଯୋଗାଣ ପ୍ରକଳ୍ପ ସଂକ୍ରାନ୍ତରେ ୮୩୦ଟି ଅଭିଯୋଗର ସମାଧାନ ହୋଇଛି।...

ବେଆଇନ ମାଂସ ଦୋକାନ ହଟାଇବାକୁ ‘ଫିଆପୋ’ର ପ୍ରୟାସ

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ଛତୁ ଫୁଟିଲା ଭଳି ରାଜଧାନୀର ରାସ୍ତା କଡ଼ରେ ମାଂସ ଦୋକାନ ଖୋଲୁଛି। ପ୍ରଥମତଃ ଏହା ବେଆଇନ ଅଟେ। ଦ୍ୱିତୀୟରେ ଏହା ଏକ ଅସ୍ବାସ୍ଥ୍ୟକର...

ଆଳୁ ଚିନ୍ତାରେ ଖାଉଟି

ଖଇରା,୬।୫(ଡି.ଏନ.ଏ.): ସମଗ୍ର ଓଡ଼ିଶାରେ ଲକ୍‌ଡାଉନ୍‌ ଲାଗୁ ହୋଇଥିବା ବେଳେ ଖଇରାରେ କିଛି ବ୍ୟବସାୟୀ ଏହାର ଫାଇଦା ଉଠାଉଥିବା ଅଭିଯୋଗ ହୋଇଛି। ବିଶେଷ ଜରି ଆଳୁ ଦର...

ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି

କର୍ଲାମୁଣ୍ଡା,୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ସହ କୃଷି ଋଣ, ଜଳକର ଛାଡ଼, ଓ ତେଲନଦୀ ଠାରେ...

ମିଳିଲା ମାନସଙ୍କ ହାତ ଲେଖା ଚିଠି

ଚାନ୍ଦବାଲି,୨୫।୩(ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଆଉ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ମୃତ୍ୟୁ ପୂର୍ବରୁ ମାନସ ଲେଖିଯାଇଥିବା ଚିଠି...

Advertisement
Archives

Model This Week