ଯୁବତୀଙ୍କୁ ବଟିକା ଦେଇ ବଳାତ୍କାର: ବନ୍ଧାହେଲେ ଆଶ୍ରମର ରଙ୍ଗିଲା ବାବା

ଭୁବନେଶ୍ୱର,୭।୧୨: ବନ୍ଧା ହେଲେ ଆତ୍ମଘୋଷିତ ବାବା ପ୍ରଫୁଲ୍ଲ। ଯୁବତୀଙ୍କୁ ନିଶା ବଟିକା ଦେଇ ବଳାତ୍କାର ଅଭିଯୋଗରେ ରଙ୍ଗିଲା ବାବା ଚାରମାଳ ଥାନା ଅଞ୍ଚଳର ଜଣେ ଅବିବାହିତ ଆଦିବାସୀ ଯୁବତୀଙ୍କୁ ଔଷଧ ଦେବା ବାହାନାରେ ଆଶ୍ରମକୁ ଡାକି ଦୁଷ୍କର୍ମ କରିଥିବା ଅଭିଯୋଗ ଆସିଥିଲା। ଯୁବତୀଙ୍କ ଏତଲା ପରେ ପୋଲିସ ତାଙ୍କୁ ଆଶ୍ରମରୁ ଉଠାଇ ଆଣିଛି।

ସୂଚନାନୁସାରେ, ସମ୍ବଲପୁର ରେଢାଖୋଲ ଥାନା ବୌଷ୍ଣବଝୁଲୀ ଗାଁରେ ଏକ ଆଶ୍ରମରେ ପ୍ରଫୁଲ୍ଲ ବାବା ପରିଚୟ ଦେଇ ଦୀର୍ଘ ୮ମାସ ହେଲା ରହୁଥିଲେ ଏହି ଭଣ୍ଡ ବାବା। ଟାର୍ଗେଟରେ ଥିଲେ ଗରିବ ଅସୁସ୍ଥ ଯୁବତୀ ଓ ମହିଳା॥ ସେମାନଙ୍କୁ ସୁସ୍ଥ କରିଦେବି କହି ଚେରମୂଳି ଔଷଧ ଦେଉଥିଲା। ସେମାନଙ୍କଠାରୁ ମୋବାଇଲ ନମ୍ବର ରଖି ପରବର୍ତ୍ତୀ ସମୟରେ ସେମାନଙ୍କ ସହ କଥାବାର୍ତ୍ତା ହୋଇ ବିଶ୍ୱାସ ଜନ୍ମାଉଥିଲା । ତେବେ ଜବତ ହୋଇଥିବା ମୋବାଇଲରେ ଅନେକ ମହିଳା, ଝିଅଙ୍କ ଫୋନ ନମ୍ବର ଓ ଫଟୋ ରହିଥିବା ପୋଲିସ ସୂଚନା ଦେଇଛି ।

ଦେହ ଖରାପ ଥିବାରୁ ଚାରମାଳ ଥାନା ଅଞ୍ଚଳର ଜଣେ ଅବିବାହିତ ଆଦିବାସୀ ଯୁବତୀ ଆଶ୍ରମ ଆସିଥିଲେ। । ସେଠାରେ କଥାବାର୍ତ୍ତା ହେବା ପରେ କିଛି ଔଷଧ ଯୁବତୀଙ୍କୁ ଖାଇବାକୁ ଦେଇଥିଲେ। ଏହାପରେ ଆଉଥରେ ଔଷଧ ନେବାକୁ କହିଥିଲେ। ଔଷଧ ଦେବା ବାହାନାରେ ଆଶ୍ରମକୁ ଡାକି ଔଷଧ ଖାଇବାକୁ ଦେଇଥିଲେ। ବଟିକା ଖାଇବାପରେ ଯୁବତୀ ଜଣଙ୍କ ଅଚେତ ହୋଇଯାଇଥିଲେ। ପରେ ସେ ତାଙ୍କୁ ବଳାତ୍କାର କରିଥିଲା । ଯୁବତୀଜଣଙ୍କ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ରଙ୍ଗିଲା ବାବାଙ୍କୁ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗେଷ୍ଟ୍‌ ହାଉସ୍‌ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍‌ରେ ସେକ୍ସ ର଼୍ୟାକେଟ୍‌ ଚାଲିଥିବା...

ଭାଜପାରେ ମିଶିବା ଚର୍ଚ୍ଚା ମଧ୍ୟରେ ସନାଙ୍କ ବିସ୍ଫୋରକ ବୟାନ: ଖୋଲାଖୋଲି କହିଦେଲେ ଏମିତି, ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିଧାୟକ ବିସ୍ଫୋରକ ବୟାନ ଦେଇଛନ୍ତି। ସନା ମହାକୁଡ କହିଛନ୍ତି, ମୁଁ ବିଜେଡିରେ...

କଉଡ଼ିଆ ଗାଁରେ ଲୋକଙ୍କୁ ମିଳୁନି ପାନୀୟ ଜଳ, ପ୍ରତିବାଦରେ ରାସ୍ତା ଅବରୋଧ କଲେ ମହିଳା

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ପାନୀୟ ଜଳ ପାଇଁ ଲୋକେ ନାହିଁ ନ...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଆରମ୍ଭ ହେଲା କେନାଲ ଘାଇ ମରାମତି କାର୍ଯ୍ୟ

ବରଗଡ଼,୧୩ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଶାଖା କେନାଲର ସ୍ଥାନୀୟ ବ୍ରାହ୍ମଣ ଆମ୍ବବୁରେଇ ନିକଟରେ ସୋମବାର ବିଳମ୍ବିତ ରାତିରେ ଘାଇ ସୃଷ୍ଟି ହୋଇଥିଲା। ଏଥିରେ...

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି କରିଥିବା ଡକାୟତ ଗିରଫ, ଜାଣନ୍ତୁ କେମିତି ଧରିଲା ପୋଲିସ

ଭୁବନେଶ୍ୱର,୧୨ା୨: ଓଡ଼ିଶା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ୱରସ୍ଥିତ ବାସଭବନରୁ ଡକାୟତି ଘଟଣାରେ କମିଶନରେଟ୍ ପୋଲିସ ଜଣେ ଡକାୟତଙ୍କୁ ଗିରଫ କରିଛି। ଅଭିଯୁକ୍ତକୁ ବୁଧବାର ପଡ଼ୋଶୀ...

ବାବୁସାନ୍‌ଙ୍କୁ ଭିଡିଓ କଲ୍‌ କରି ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିଲେ ନବୀନ, ହସ୍ପିଟାଲରେ ପହଞ୍ଚିଲେ ଅନୁଭବ

ଭୁବନେଶ୍ୱର,୧୩ା୨: ଓଲିଉଡ୍‌ର ୮୦ ଦଶକର ସୁପରଷ୍ଟାର ଉତ୍ତମ ମହାନ୍ତି ଦିଲ୍ଲୀର ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା...

ପ୍ରୟାଗରାଜ ଯାଉଥିବା ବସ୍‌ ଦୁର୍ଘଟଣା: ୨୫ ଆହତ, ୩ ଗୁରୁତର

ଭୋଗରାଇ,୧୩ା୨(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱରରୁ ପ୍ରୟାଗରାଜ ମହାକୁମ୍ଭକୁ ବୁଡ଼ ଦେବାଲାଗି ଯାଉଥିବା ଶ୍ରୀରାମଜୀ ବସ୍‌ ବିହାର ୟୁପି ସୀମାନ୍ତ ମଥାନୀଠାରେ ଗତ...

ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri