Posted inଜାତୀୟ

ଚାଇନାର ଚିନ୍ତା ବଢ଼ାଇଛି ରାଫାଲ

ବେଙ୍ଗାଲୁରୁ, ୪।୨: ଭାରତର ରାଫାଲ ଯୁଦ୍ଧ ବିମାନ ଚାଇନାର ଚିନ୍ତା ବଢ଼ାଇଛି। ତେଣୁ ଚାଇନା ଏଲ୍‌ଏସିରେ ଜେ-୨୦ ଯୁଦ୍ଧ ବିମାନ ମୁତୟନ କରିଛି ବୋଲି ଭାରତୀୟ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭାଦୁରିଆ ଗୁରୁବାର ପ୍ରକାଶ କରିଛନ୍ତି। ପୂର୍ବ ଲଦାଖରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ଲାଗି ରହିଥିବାବେଳେ ଫ୍ରାନ୍ସ୍‌ରୁ ରାଫାଲ ଭାରତକୁ ଆସିଥିଲା। ଏହାକୁ ନେଇ ଚାଇନା ଭୟଭୀତ ହୋଇ ଯାଇଛି। ବାୟୁସେନା ଏଲ୍‌ଏସି ସ୍ଥିତି ଉପରେ ତୀକ୍ଷଣ୍‌ ନଜର ରଖଛି। ଯେକୌଣସି ପ୍ରକାର ମୁକାବିଲା ଲାଗି ଭାରତ ପ୍ରସ୍ତୁତ ବୋଲି ସେ କହିଛନ୍ତି। ପ୍ରତିରକ୍ଷା ବିକାଶ ପାଇଁ ୨୦ ହଜାର କୋଟି ଟଙ୍କାର ପାଣ୍ଠି ବୃଦ୍ଧି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରେନେଡ୍‌ ମାଡ଼ରେ ୧୧ ଆହତ

ଶ୍ରୀନଗର, ୧୩ା୧୦: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଶନିବାର ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିବାରୁ ୧୧ ଜଣ ସାଧାରଣ ନାଗରିକ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ...

ଧାର୍ମିକ କଠୋରତା-ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି ଦେଶ: ହମିଦ୍‌ ଅନସାରୀ

ନୂଆଦିଲ୍ଲୀ,୨୧।୧୧: କରୋନା ମହାମାରୀ ପୂର୍ବରୁ ଦେଶରେ ଧାର୍ମିକ କଠୋରତା ଏବଂ ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ଚିନ୍ତା ଧାରା ସୃଷ୍ଟି...

୪ ମାସରେ ୧୫ ପାକିସ୍ତାନୀ ଆତଙ୍କବାଦୀଙ୍କ ଏନ୍‌କାଉଣ୍ଟର…

ଶ୍ରୀନଗର, ୧।୫ : ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଗତ ବର୍ଷ ସମାନ...

ଏବିଜି ଗ୍ରୁପ୍‌ର ଚେୟାରମ୍ୟାନ୍‌ ରିଷି ଅଗ୍ରଓ୍ବାଲ ଗିରଫ

ନୂଆଦିଲ୍ଲୀ,୨୧।୯:  ଏବିଜି ଗ୍ରୁପର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ରିଷି ଅଗ୍ରୱାଲଙ୍କୁ ୨୨,୦୦୦ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ଗିରଫ କରିଛି। ଏବିଜି ସିପିୟାର୍ଡ...

ଶହୀଦ ବୀର ଯବାନଙ୍କୁ ଦେଶ କେବେ ଭୁଲିବନି: ମୋଦି

ନୂଆଦିଲ୍ଲୀ,୧୪।୨: ୨୦୧୯, ଫେବୃୟାରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ୪୦ ଜଣ ଯବାନ ଶହୀଦ ହୋଇଥିଲେ। ଶୁକ୍ରବାର ଏହି ଆକ୍ରମଣକୁ ବର୍ଷେ ପୂରିଛି। ଏହି...

ଏବେ ନିର୍ବାଚନ ହେଲେ ପୁଣି ଜିତିବ ଏନଡିଏ

ନୂଆଦିଲ୍ଲୀ, ୩୦।୭ : ନିକଟରେ ରାଷ୍ଟ୍ରପତି ନିର୍ବାଚନ ଶେଷ ହୋଇଛି। ଭାରତୀୟ ଜନତା ପାର୍ଟି ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ (ଏନଡିଏ) ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏକ...

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ...

ରାଜ୍ୟପାଳଙ୍କୁ ଭେଟି ଫ୍ଲୋର ଟେଷ୍ଟ ପାଇଁ ପ୍ରସ୍ତୁତ ଥିବା କହିଲେ କମଲନାଥ

ଭୋପାଳ,୧୩।୩: ମଧ୍ୟପ୍ରଦେଶ ରାଜନୀତି ସରଗରମ ଥିବା ବେଳେ ଶୁକ୍ରବାର ମୁଖ୍ୟମନ୍ତ୍ରୀ କମଲନାଥ ରାଜ୍ୟପାଳ ଲାଲଜୀ ଟଣ୍ଡନଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହି ସମୟରେ ସେ ରାଜ୍ୟପାଳଙ୍କୁ ଏକ...

Advertisement
Archives

Model This Week