ଆମେରିକାର ବାଲତିମୋରରେ ଭୟଙ୍କର ଗୁଳିକାଣ୍ଡ, ଗୁଳିମାଡରେ ୬ଗୁରୁତର

ଓ୍ବାଶିଂଟନ୍‌,୧୭।୬: ଆମେରିକାରେ ଗୁଳିକାଣ୍ଡ ଘଟଣା ଥମିବାର ନାଁ ନେଉନାହିଁ। ଗୋଟିକ ପରେ ଗୋଟିଏ ଗୁଳିକାଣ୍ଡରେ ବହୁ ଲୋକଙ୍କ ଜୀବନ ଯିବା ସହ ବହୁଜଣ ଗୁରୁତର ଆହତ ହେଉଛନ୍ତି। ଶୁକ୍ରବାର ଆମେରିକାର ବାଲତିମୋର ସହରରରେ ଏକ ବଡ଼ ଧରଣର ଗୁଳକାଣ୍ଡ ହୋଇଛି। ଘଟଣାରେ ୬ଜଣ ଗୁରୁତର ଆହତ ହୋଇଛନ୍ତି।

ଗୁରୁତର ଆହତଙ୍କ ଚିକିତ୍ସା ଚାଲିଥିବା ନେଇ ପୋଲିସ ସୂଚନା ଦେଇଛି। ବାଲତିମୋର ପୋଲିସ ବିଭାଗର ମୁଖପାତ୍ର ଲିଣ୍ଡସେ ଏଲଡ୍ରିଜ କହିଛନ୍ତି, ସହରର ଉତ୍ତର ପାର୍ଶ୍ୱରେ ଥିବା ଅଧିକାରୀମାନେ ରାତି ୯ଟା ପୂର୍ବରୁ ଗୁଳି ଶବ୍ଦ ଶୁଣିବାକୁ ପାଇଥିଲେ। ଘଟଣାସ୍ଥଳରେ ପହଞ୍ଚି ସେମାନେ ତଦନ୍ତ କରିଥିଲେ।

ଏଲଡ୍ରିଜ କହିଛନ୍ତି, ଇଷ୍ଟ କୋଲ୍ଡ ସ୍ପ୍ରିଙ୍ଗ ଲେନ ଏବଂ ୟର୍କ ରୋଡ ଛକ ନିକଟରେ ଅଧିକାରୀମାନେ ତିନି ଜଣଙ୍କୁ ଗୁରୁତର ଅବସ୍ଥାରେ ପାଇଥିଲେ। ସମସ୍ତଙ୍କୁ ଗୁଳି କରାଯାଇଥିଲା। ତିନିଜଣଙ୍କୁ ଚିକିତ୍ସା ପାଇଁ ଜିଲା ଡାକ୍ତରଖାନାରେ ଭତ୍ତି କରାଯାଇଥିଲା। ଏଥିସହ ଅନ୍ୟ ତିନିଜଣ ଆହତ ନିଜେ ଡାକ୍ତରଖାନାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

ଆରମ୍ଭ ହେଲା ହର୍ମୁଜ ପ୍ରଣାଳୀର ସଫେଇ… ଯୁଦ୍ଧଜାହାଜ, ଡ୍ରୋନ, ହେଲିକପ୍ଟର ନିୟୋଜିତ; ଆମେରିକାର ‘ହାଇଟେକ ଅପରେଶନ’ ଆରମ୍ଭ

ତେହରାନ,୧୨।୪: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଆମେରିକା ହର୍ମୁଜ ପ୍ରଣାଳୀରେ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଏହି ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri