Posted inଜାତୀୟ

୧୪୦୦ ଟଙ୍କା ପରେ ଘରେ କିଛି ନ ମିଳିବାରୁ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ଜୟପୁର,୧୩।୧୧: ରାଜସ୍ତାନର ସିରୋହୀ ଜିଲାରେ ଜଣେ ୪୫ ବର୍ଷୀୟା ମହିଳାଙ୍କୁ ତାଙ୍କୁ ସ୍ବାମୀଙ୍କ ସମ୍ମୁଖରେ ୪ ଜଣ ଗଣବଳାତ୍କାର କରିଥିବା ପୋଲିସ କହିଛି। ଅଭିଯୁକ୍ତମାନେ ବୁଧବାର ରାତିରେ ଡକାୟତି ଉଦ୍ଦେଶ୍ୟରେ ଦମ୍ପତିଙ୍କ ଘରେ ପଶିଥିଲେ। ସେମାନେ ୧,୪୦୦ ଟଙ୍କା ନେବା ପରେ ଅନ୍ୟ କୌଣସି ମୂଲ୍ୟବାନ ସାମଗ୍ରୀ ନ ପାଇବାରୁ ମହିଳାଙ୍କୁ ବଳାତ୍କାର କରିଥିଲେ। ଏଥିରେ ଦମ୍ପତି ଏତେ ଡରିଯାଇଥିଲେ ଯେ, ସେମାନେ ଗୋଟିଏ ଦିନ ଘରେ ରହିବା ପରେ ଶୁକ୍ରବାର ଥାନାରେ ଏତଲା ଦେଇଥିଲେ। ୩ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଚତୁର୍ଥ ଅଭିଯୁକ୍ତ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

NEET ପେପର ଲିକ୍ ପ୍ରସଙ୍ଗ; ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ରାହୁଲ, ଶିକ୍ଷାମନ୍ତ୍ରୀଙ୍କୁ କାହିଁକି….

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ NEET ପେପର ଲିକ୍ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କୁ କଡା ଟାର୍ଗେଟ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ ଉଠାଇ ସେ…

ନିଆରା ପ୍ରେମ… ଚତୁର୍ଥ ଥର ପାଇଁ ବର ହେଲେ ୬୫ ବର୍ଷୀୟ ବୃଦ୍ଧ, ୬୨ ବର୍ଷୀୟ ବୃଦ୍ଧାଙ୍କୁ କଲେ ବିବାହ

ପାଟନା,୧୭ା୫: କୁହାଯାଏଯେ ପ୍ରେମ ଏବଂ ସାଥିର କୌଣସି ବୟସ ନଥାଏ । ଏହି ଭାବନାର ଏକ ହୃଦୟସ୍ପର୍ଶୀ ଉଦାହରଣ ବିହାରର ଜାମୁଇ ଜିଲାରୁ ସାମ୍ନାକୁ ଆସିଛି ।…

ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…

ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ…

TMC କାର୍ଯ୍ୟାଳୟରୁ ୧୦୦ରୁ ଅଧିକ ଆଧାର କାର୍ଡ ଜବତ; ସରକାରୀ ଜମିର ଅବୈଧ କ୍ରୟ-ବିକ୍ରୟ ସମ୍ପର୍କିତ କାଗଜପତ୍ର ମଧ୍ୟ ଜବତ

କୋଲକାତା,୧୭।୫: ପଶ୍ଚିମବଙ୍ଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ, ଏକ ଟିଏମସି କାର୍ଯ୍ୟାଳୟରୁ ସରକାରୀ ଜମିର ଅବୈଧ କିଣାବିକା ସହିତ ଜଡିତ କାଗଜପତ୍ର ସହିତ ୧୦୦…

ମଦ ଉପରେ ଟିକସ ବ୍ୟବସ୍ଥାକୁ ପରିବର୍ତ୍ତନ କଲେ ସରକାର, କମିବ ଦର!

ବେଙ୍ଗାଲୁରୁ,୧୭।୫: ମଦକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । କର୍ଣ୍ଣାଟକ ସରକାର ମଦ ଉପରେ ଟିକସ ଆଦାୟ କରିବାର ପଦ୍ଧତିକୁ ସମ୍ପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri