ଷ୍ଟେଜରେ ପରଫର୍ମ କରୁଥିବା ସମୟରେ ର‌୍ୟାପର କୋଷ୍ଟା ଟିଚଙ୍କ ପରଲୋକ, ସାମ୍ନାକୁ ଆସିଲା ମୃତ୍ୟୁ ପୂର୍ବର ଭିଡିଓ

ଜୋହାନସବର୍ଗ,୧୨ ।୩: ଦକ୍ଷିଣ ଆଫ୍ରିକାର ର‌୍ୟାପର ଓ ମ୍ୟୁଜିସିୟାନ କୋଷ୍ଟା ଟିଚ ଜୋହାନସବର୍ଗରେ ଏକ କନସର୍ଟରେ ପରଫର୍ମ କରୁଥିବା ସମୟରେ ବେହୋସ ହୋଇ ପଡିଯାଇଥିଲେ । ଏହି ସମୟରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା ବୋଲି କୁହାଯାଉଛି । ତାଙ୍କୁ ମାତ ୨୭ ବର୍ଷ ବୟସ ହୋଇଥିଲା । ହେଲେ ତାଙ୍କ ପରଲୋକ ହୋଇଥିବା ଖବରର ଅଫିସିଆଲି କୌଣସି ଘୋଷଣା କରାଯାଇନାହିଁ । ବିଭିନ୍ନ ଆର୍ଟିଷ୍ଟ, ମ୍ୟୁଜିସିଆନ ନେଟୱର୍କ ଓ ପ୍ରଶଂସକ ସେମାନଙ୍କର ସମବେଦନା ବ୍ୟକ୍ତ କରିଛନ୍ତି, ଏମାନଙ୍କ ମଧ୍ୟରେ ଦକ୍ଷିଣ ଆଫ୍ରିକାର ସଂସଦର ସଦସ୍ୟ ଜୁଲିୟସ ସେଲୋ ମଲେମା ବି ସାମିଲ ଅଛନ୍ତି ।
କୋଷ୍ଟା ଟିଚ ଜୋହାନସ ବର୍ଗରେ ଅଲଟ୍ରା ସାଉଥ ଆଫ୍ରିକା ମ୍ୟୁଜିକ କନସର୍ଟରେ ପରଫର୍ମ କରୁଥିଲେ, ସେତେବେଳେ ହିଁ ଏହି ଘଟଣା ଘଟିଥିଲା । ଏହି ସମୟର କିଛି ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି ଯେଉଁଥିରେ ସେ ଷ୍ଟେଜ ଉପରେ ପଡିଯାଉଥିବା ଦେଖାଯାଇଛି । ଭିଡିଓରେ ଦେଖିବାକୁ ମିଳିଛି, ସେ ପ୍ରଥମେ ପଡିଯାଉଥିବା ବେଳେ ନିଜକୁ ସମ୍ଭାଳି ନେଇଛନ୍ତି ହେଲେ କିଛି ସମୟ ପରେ ସେ ବେହୋସ ହୋଇଯାଇଛନ୍ତି ଓ ଆଉ ହୋସକୁ ଫେରି ନାହାନ୍ତି । ହେଲେ ଏବେ ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ ।

https://twitter.com/nwanyebinladen/status/1634691259129364481?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1634691259129364481%7Ctwgr%5Ed30a29f8b2011d79a5a0e32f69435e272f12ade2%7Ctwcon%5Es1_&ref_url=https%3A%2F%2Fwww.abplive.com%2Fentertainment%2Fcelebrities%2Frapper-costa-tich-dies-while-performing-on-stage-his-last-video-before-death-surfaced-2355812


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri