ଆମେରିକା ଦୂତାବାସ ଉପରେ ରକେଟ ମାଡ: ଦୁଇ ଆହତ

ବାଗଦାଦ,୧୪ ।୧: ଇରାକର ରାଜଧାନୀ ବାଗଦାଦରେ ଥିବା ଆମେରିକା ଦୂତାବାସକୁ ଟାର୍ଗେଟ କରି ରକେଟ ମାଡ କରାଯାଇଛି । ଇରାନୀ ସେନା କହିଛି, ଆମେରିକା ଦୂତାବାସ ଉପରେ ହୋଇଥିବା ରକେଟ ମାଡରେ ଜଣେ ମହିଳା ଓ ଜଣେ ଶିଶୁ ଆହତ ହୋଇଛନ୍ତି । ତେବେ ଏହା ଏକ ଦୁର୍ଲଭ ଘଟଣା ବୋଲି କୁହାଯାଉଛି । କାରଣ ଏଥିରେ ଇରାକି ନାଗରିକ ଆହତ ହୋଇଛନ୍ତି । ରକେଟ ମାଡ ସମ୍ପର୍କରେ କୌଣସି ବିସ୍ତାର ସୂଚନା ମିଳି ନ ଥିବା ବେଳେ କେବଳ ଏତିକି କୁହାଯାଇଛି କି ଏକ ସ୍କୁଲ ଉପରେ ରକେଟ ମାଡ ହୋଇଛି । ଏହି ଆକ୍ରମଣ ଗୁରୁବାର ରାତିରେ ହୋଇଛି । ଇରାକି ସେନା ଅଧିକାରି ନ୍ୟୁଜ ଏଜେନ୍ସି ରୟଟରକୁ ସୂଚନା ଦେଇ କହିଛନ୍ତି ଆମେରିକା ଦୂତାବାସ ଉପରେ ରାତିରେ ୨-୩ କତ୍ୟୁଷା ରକେଟ ମାଡ କରାଯାଇଛି । ହେଲେ ଦୂତାବାସର ରକେଟ ପ୍ରତିରକ୍ଷା ପ୍ରଣାଳୀ ୨ଟିକୁ ନଷ୍ଟ କରିଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri