ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ ଜନ୍ମ ହୋଇଥିଲା । ପରେ ତାକୁ ଆଇସିୟୁ ଭିତରେ ରଖି ଡାକ୍ତରମାନେ ଚିକିତ୍ସା କରୁଛନ୍ତି । ପ୍ରଥମ ଥର ପାଇଁ ଏମ୍‌କେସିଜିରେ ଏମିତି ବିରଳ ଶିଶୁ ଜନ୍ମ ନେଇଛି। ଜେନେଟିକ ସମସ୍ୟା ଯୋଗୁ ବେଳେ ବେଳେ ଏଭଳି ଶିଶୁ ଜନ୍ମ ନିଅନ୍ତି ବୋଲି ଏମ୍‌କେସିକିର ପ୍ରସୂତି ଓ ସ୍ତ୍ରୀ ରୋଗ ବିଶେଷଜ୍ଞ ଡା. ଇନ୍ଦିରା ପାଳ କହିଛନ୍ତି । ସାଧାରଣ ଶିଶୁ ଠାରୁ ଏହି ବିରଳ ଶିଶୁର ମୁହଁ ବଡ଼ ହୋଇଥିବା ବେଳେ ହାତ ଓ ଗୋଡ଼ ପାପୁଲି ନାହିଁ । ସେହିପରି ଶରୀରର ଚର୍ମ ମୋଟା ଏବଂ ଫଟା ରହିଛି। ତେବେ ଏହିଭଳି ଶିଶୁ ବେଶି ଦିନ ବଞ୍ଚିପାରନ୍ତି ନାହିଁ ବୋଲି ଡାକ୍ତର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ୨ ଅଣଓଡ଼ିଆ ଯୁବକ ଗିରଫ

ଦିଗପହଣ୍ଡି,୧୩ା୬(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟରୁ ବୁଧବାର ସକାଳେ ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ୨ ଅଣଓଡ଼ିଆ ଯୁବକଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବିହାର ପ୍ରଦେଶ ବୈଶାଳୀ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ବନ୍ଧା ହେଲେ ଯୁବକ

ଡୁଙ୍ଗୁରିପାଲି,୨୫ା୯(ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ବୈଦୁପାଲି ଗ୍ରାମର ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଫଟାମୁଣ୍ଡା ଗ୍ରାମର ଜଣେ...

ସ୍ବାସ୍ଥ୍ୟକେନ୍ଦ୍ର ବନ୍ଦ, ରୋଗୀ ହଇରାଣ

ନିରାକାରପୁର,୧୧ା୭(ଡି.ଏନ୍‌.ଏ.): ଶ୍ରୀକ୍ଷେତ୍ର ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ରବିବାର ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିଲା। ତେବେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଶ୍ରଦ୍ଧାଳୁମାନେ ନୂଆ ଜଗନ୍ନାଥ...

ଶେଷ ପର୍ଯ୍ୟାୟରେ ଭିତରକନିକା ଜାତୀୟ ଉଦ୍ୟାନରେ ବଉଳା କୁମ୍ଭୀର ଗଣନା: କାଲିଠୁ ଖୋଲିବ ଭିତରକନିକା

ରାଜନଗର,୪।୧(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଡିସେମ୍ବର ୨୯ ତାରିଖଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ଏ ନେଇ...

ପତ୍ରପୋଡା ରୋଗ: ଶତାଧିକ ଏକର ଧାନ ଫସଲ ନଷ୍ଟ ଆଶଙ୍କା

ବାଲିଆ,୯ା୧୧: ବିରିଡି ବ୍ଲକର ବଡଖଣ୍ଡାଏତା ପଞ୍ଚାୟତର ବାଇଟାଙ୍ଗୀ, ରାଇମୁହଁ, ବଡଖରଦା, ଗଉଡକିଆରି, ବଉରି ଜୋରି, ଚୌଧୁରିବାଟୀ ପ୍ରଭୃତି ପାଟ ଜମିରେ ପତ୍ରପୋଡା ରୋଗ ଦେଖାଦେଇଛି। ଫଳରେ...

ପଥର ଭରସାରେ ୫ବର୍ଷ

ବଇଣ୍ଡା,୧୯ା୮(ଡି.ଏନ.ଏ.): ବର୍ଷା ହେଲେ ବ୍ରିଜ୍‌ ଉପରେ ପ୍ରବାହିତ ହେଉଛି ପାଣି। କ୍ଷତିଗ୍ରସ୍ତ ହେଉଛି ୨୭ ବର୍ଷର ପୁରୁଣା ପୋଲ। ବର୍ତ୍ତମାନ ସ୍ଥିତି ଏପରି ଯେ ଅତ୍ୟନ୍ତ...

ଖଣ୍ଡପଡ଼ାରେ ଅଜଣା ରୋଗରେ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଖଣ୍ଡପଡା,୧୯।୧୦(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ଗତ ୧୫ ଦିନ ମଧ୍ୟରେ ଅଜଣା ରୋଗରେ ୨ଶହରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ...

ବାହୁଡ଼ିଲା ନରହନ୍ତା ଦନ୍ତା

ପରଜଙ୍ଗ, ୧୪।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ କିଛିଦିନ ବ୍ୟବଧାନରେ ପୁଣିଥରେ ନିଜର ଉପସ୍ଥିତି ଜାହିର କରିଛି ନରହନ୍ତା ଦନ୍ତା। ଦାନ୍ତ କଟାଯିବା...

Advertisement
Archives

Model This Week