Posted inରାଜ୍ୟ

ଓଡିଶା ଜଙ୍ଗଲରେ ବିରଳ କଳା ବାଘ: କ୍ୟାମେରାରେ କଏଦ ହେଲା ଫଟୋ

ଭୁବନେଶ୍ୱର,୫।୧୧(ବ୍ୟୁରୋ)- ଓଡିଶା ଜଙ୍ଗଲରେ ଦେଖିବାକୁ ମିଳିଛି ଏକ ବିରଳ ବାଘ। ବାଘ ଶରୀରରେ କଳା କଳା ଦାଗ ରହିଥିବା କ୍ୟାମେରାରେ କଏଦ ହୋଇଛି। ବୈଜ୍ଞାନିକଙ୍କ କହିବାନୁଯାୟୀ, ଏହିଭଳି କଳା ବାଘ ସଂଖ୍ୟା ରାଜ୍ୟରେ ୭ ରୁ ୮ ରହିଛି। ସମଗ୍ର ବିଶ୍ୱରେ କଳା ବାଘ ଜନସଂଖ୍ୟାର ୭୦ ପ୍ରତିଶତ କଳା ବାଘ କେବଳ ଓଡିଶାରେ ହିଁ ଅଛନ୍ତି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ୨୦୦୭ ରେ ପ୍ରଥମେ ଏହି ବାଘ ଦେଖିବାକୁ ମିଳିଥିଲା। ଓଡିଶାରେ ଦେଖା ଦେଉଥିବା ଏହି କଳା ବାଘର ନାଁ ମେଲେନିଷ୍ଟିକ ଟାଇଗର (Melanistic Tiger)। ବଂଶଗତ ତ୍ରୁଟି ଯୋଗୁ ବାଘ ଶରୀରରେ ଏହି କଳା ଦାଗ ରହିଥିବା ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

ଦ୍ୱିତୀୟ F-15E ପାଇଲଟଙ୍କୁ ଉଦ୍ଧାର କଲା ଆମେରିକା, ଟ୍ରମ୍ପ କହିଲେ ଆମେ ଆମର ଯୋଦ୍ଧାଙ୍କୁ…

ଓ୍ବାଶିଂଟନ,୫।୪: ଗ୍ରାଉଣ୍ଡ ଅପରେଶନ ସମୟରେ ଆମେରିକା ଏହାର ଦ୍ୱିତୀୟ ପାଇଲଟଙ୍କୁ ଠାବ କରିଛି । ଦେଶରେ ସାମରିକ ଅଭିଯାନ ସମୟରେ ଇରାନ ଦ୍ୱାରା ଏକ ଆମେରିକୀୟ F-15E…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri