ମହାନଦୀରୁ ବିରଳ ମାଛ ଉଦ୍ଧାର

ହରଭଙ୍ଗା,୩୦।୧୦(ଡି.ଏନ.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଙ୍କୁଲେଇ ପଞ୍ଚାୟତ ଅନ୍ତର୍ଗତ ପାଣିଘରା ଗ୍ରାମର ମତ୍ସ୍ୟଜୀବୀମାନେ ଗୁରୁବାର ଏକ ବିରଳ ମାଛ ମହାନଦୀରୁ ଉଦ୍ଧାର କରିଛନ୍ତି। ଏହାର ଓଜନ ପ୍ରାୟ ୧ କେ.ଜି ହେବ। ମାଛଟିର ଦେହରେ କଳା, ଓ ଧଳା ରଙ୍ଗର ଦାଗ ରହିଛି। ସେହିପରି ତଳ ପଟେ ମୁହଁ ରହିଛି। ବିରଳ ମାଛ ଉଦ୍ଧାର ହେବା ଘଟଣା ପ୍ରଘଟ ହେବା ପରେ ମାଛକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳର ଶତାଧିକ ଲୋକଙ୍କ ଭିଡ ଜମିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା

ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍‌ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ...

ରାଜ୍ୟ ତାଲିକା ଆଧାରରେ ପଛୁଆବର୍ଗକୁ ସଂରକ୍ଷଣ ମିଳୁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୮(ବ୍ୟୁରୋ): କେନ୍ଦ୍ର ସରକାର ପଛୁଆବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷାକ୍ଷେତ୍ରରେ ୨୭% ସଂରକ୍ଷଣ ବ୍ୟବସ୍ଥା କରିଛନ୍ତି। ଓଡ଼ିଶାରେ ସରକାର ଏହି ବର୍ଗଙ୍କ ପାଇଁ ସ୍ଥାନ...

ସ୍ବାଧିନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରୀଛାତ୍ର: ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ସ୍କୁଲରେ ସ୍ବାଧିନତା ଦିବସ ପାଳନ ନେଇ ଗୁରୁବାର...

ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ଅଚାନକ ଚଢ଼ାଉ: ଧରାପଡ଼ିଲେ ୮ ଅଣଛାତ୍ର

କଟକ ଅଫିସ,୨୯।୮: ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ବୁଧବାର ରାତି ପ୍ରାୟ ୧୦ଟାରେ କୁଳପତି ପ୍ରଫେସର ଈଶାନ କୁମାର ପାତ୍ର ଅଚାନକ ଚଢ଼ାଉ କରିଛନ୍ତି। ଏହି ସମୟରେ ବିଶ୍ୱବିଦ୍ୟାଳୟ...

ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ।...

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ...

ବଡ଼ ଘୋଷଣା: ସବୁ ଜରୁରୀ ସହାୟତା ପାଇଁ ଏଣିକି ଡାଏଲ କରିବେ ‘୧୧୨’

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଜନସାଧାରଣଙ୍କ ସୁବିଧା ତଥା ତ୍ୱରିତ ସେବା ଯୋଗାଣକୁ ଦୃଷ୍ଟିରେ ରଖି ସରକାରଙ୍କ ତରଫରୁ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ସହାୟତା ନମ୍ବର ଯଥା ୧୦୦,...

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ...

Advertisement


Archives

Model This Week