ଗର୍ଭାଶୟ ପରିବର୍ତ୍ତେ ପେଟରେ ବଢୁଛି ଛୁଆ, ଘଟଣା ଦେଖି ତାଜୁବ ହେଲେ ଡାକ୍ତର

ମାଆ ହେବାର ଅନୁଭୂତି ନିଆରା ହୋଇଥାଏ। ନାରୀରୁ ମାଆ ହେବାର ରାସ୍ତା ନାରୀକୁ ସମ୍ପୂର୍ଣ୍ଣା କରିଥାଏ। ୧୦ମାସ ଗର୍ଭରେ ନାରୀଟିଏ ଗର୍ଭ ଯନ୍ତ୍ରଣା ସହି ଛୁଆଟିକୁ ଜନ୍ମ କରିଥାଏ। ୧୦ମାସ ଭିତରେ ନାରୀଟିଏ ଅକଥନୀୟ ଯନ୍ତ୍ରଣାର ସାମ୍ନା କରିଥାଏ। ନିକଟରେ ଏପରି ଏକ ଘଟଣା ଘଟିଛି। ଯାହା ମେଡିକାଲ ବିଜ୍ଞାନରେ ବିରଳ ବୋଲି କୁହାଯାଉଛି।

ଘଟଣା ଇଂଲଣ୍ଡରେ ଘଟିଛି। ଜଣେ ମହିଳା ୫ମାସରେ ଗର୍ଭବତୀ ଥିଲେ। ହଠାତ୍‌ ଦିନେ ତାଙ୍କ ପେଟରେ ଜୋରରେ ଦରଜ ଅନୁଭବ ହେଲା। କଷ୍ଟ କିଛି ଏପରି ଥିଲା କି ତାଙ୍କୁ ସାଙ୍ଗେ ସାଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସାଙ୍ଗେ ସାଙ୍ଗେ ତାଙ୍କର ସ୍କାନିଂ କରିଥିଲେ। ତା’ପରେ ଯାହା ଜଣାପଡିଲା ତାକୁ ଦେଖି ଖୋଦ୍‌ ଡାକ୍ତର ବି ଘାବରେଇ ଯାଇଥିଲେ।
ମହିଳା ଜଣକ ୫ମାସର ଗର୍ଭବତୀ ଥିଲେ। କିନ୍ତୁ ସିଟି ସ୍କାନିଂରୁ ଜଣାପଡିଲା କି, ଭ୍ରୁଣଟି ତାଙ୍କ ଗର୍ଭାଶୟ ପରିବର୍ତ୍ତେ ପେଟରେ ବଢୁଛି। ଏପରି ଘଟଣା ଦେଖି ଡାକ୍ତରଙ୍କ ବି ହୋସ୍‌ ଉଡିଯାଇଥିଲା। କାରଣ ଏପରି ଘଟଣା ବିରଳ ହୋଇଥାଏ। ଦୁନିଆରେ କେବଳ ଏକ ପ୍ରତିଶତ ଲୋକଙ୍କ ପାଖରେ ଏପରି ମାମଲା ଦେଖିବାକୁ ମିଳିଥାଏ।
ମହିଳାଙ୍କ ଜୀବନ ପ୍ରତି ବିପଦ ଥିବା ଅନୁମାନ କରି ତାଙ୍କର ଡେଲିଭରି କରାଯାଇଥିଲା। ଡାକ୍ତରଙକୁ ସର୍ଜରୀ କରିବାକୁ ପଡିଥିଲା। ବର୍ତ୍ତମାନ ମାଆ ଓ ଛୁଆ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏହି ବିରଳ ମେଡିକାଲ ସର୍ଜରୀ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri