୩୦ବର୍ଷ ପରେ ବିରଳ ନବପଞ୍ଚମ ମହାଯୋଗ, ଶିନଙ୍କ କୃପାରେ ନୂଆବର୍ଷରେ ଧନୀ ହେବେ ମକର ସହ ଏହି ୨ରାଶି

ନୂଆବର୍ଷ ୨୦୨୬ର ଆରମ୍ଭ ଜ୍ୟୋତିର୍ବିଦମାନଙ୍କ ପାଇଁ ବହୁତ ଖାସ୍ ହବାକୁ ଯାଉଛି । ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପଡୁଥିବା ବେଳେ ଏହାର ପରଦିନ ଅର୍ଥାତ୍ ୧୫ ଜାନୁଆରୀ ୨୦୨୬ ତାରିଖରେ ବର୍ଷର ପ୍ରଥମ ନବପଞ୍ଚମ ଯୋଗ ବନିବାକୁ ଯାଉଛି । ଜ୍ୟୋତିଷଶାସ୍ତ୍ରରେ ନବପଞ୍ଚମ ଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ଭାବେ ପରିଗଣିତ ହୋଇଥାଏ । ଯାହା ଜୀବନରେ ପ୍ରଗତି, ସୌଭାଗ୍ୟ ଓ ସକରାତ୍ମକ ପରବର୍ତ୍ତନ ଆଣିଥାଏ ବୋଲି ବିଶ୍ୱାସ ରହିଛି ।

ଏହି ସମୟକାଳ ମଧ୍ୟରେ ବୁଧ ଗ୍ରହ ମକର ରାଶି ଶନି ଗ୍ରହ ବୃଷଭ ରାସିରେ ଅବସ୍ଥାନ କରିବେ । ଯେଉଁଥିପାଇଁ ନବମ ଓ ପଞ୍ଚମ ଭାବର ସଂଯୋଗ ବନିବାକୁ ଯାଉଛି । ଏହି ବିରଳ ସଂଯୋଗ ସବୁ ରାଶିକୁ କୌଣସି ନା କୌଣସି ରୂପରେ ପ୍ରଭାବିତ କରିବ । କିନ୍ତୁ ସମସ୍ତ ରାଶି ମଧ୍ୟରୁ ମୋଟ୍ ୩ଟି ରାଶି ବିଶେଷ ଭାବେ ଉପକୃତ ହେବାକୁ ଯାଉଛନ୍ତି । ତେବେ ଆସନ୍ତୁ ଜାମିବା ଏହି ବିଶେଷ ସୁଯୋଗରେ ଭାଗ୍ୟ ଚମକିବାକୁ ଥିବା ଏହି ୩ ରାଶି ବିଷୟରେ ।

ମକର ରାଶି ପାଇଁ ଏହି ଶୁଭ ଯୋଗ ଆତ୍ମବିଶ୍ୱାସ ଓ ପ୍ରତିଷ୍ଠାରେ ବୃଦ୍ଧି ନେଇ ଆସିବ । ସାମାଜିକ ଓ ଚାକିରି କରୁଥିବା ଲୋକମାନଙ୍କ ଜୀବନରେ ନୂଆ ପରିଚୟ ମିଳିବ । ବେପାର କ୍ଷେତ୍ରରେ ରହିଥିବା ଲୋକଙ୍କୁ ପ୍ରଚୁର ଲାଭ ମିଳିବା ସହ ଜୀବନରେ ସକରାତ୍ମକ ପରିବର୍ତ୍ତନ ଦେଖିବାକୁ ମିଳିବ । ପରିବାରର ସହଯୋଗ ଆପଣଙ୍କୁ ଭାବନାତ୍ମକ ସମ୍ବଳ ଦେବ । ଏହି ସମୟ ନୂଆ ରାସ୍ତା ଖୋଜିବା ଓ ତାକୁ ସଫଳତାରେ ବଦଳେଇବା ପାଇଁ ଖୁବ୍ ଅନୁକୁଳ ରହିବ ।

 


Enter your email to get our daily news in your inbox.

All Right Reserved By Dharitri.Com

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri