ଆକାଶରେ ବିରଳ ଦୃଶ୍ୟ: ଜାଣନ୍ତୁ କ’ଣ କହୁଛନ୍ତି ଲୋକେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରେ ଆକାଶରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଜହ୍ନ ତଳେ ଏକ ଉଜ୍ଜ୍ୱଳ ନକ୍ଷତ୍ର ଦେଖାଯାଉଛି। ଏହି ଦୃଶ୍ୟକୁ ପ୍ରାୟ ସମସ୍ତେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ତେବେ ଏପରି ଦୃଶ୍ୟ କାହିଁକି ଦେଖାଯାଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଦୀର୍ଘ ସମୟ ପର୍ଯ୍ୟନ୍ତ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହାକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି।
ଆଜିଠାରୁ ରମ୍‌ଜାନ ମାସ ଆରମ୍ଭ ହେଉଥିବାରୁ ଇସ୍‌ଲାମ ଧର୍ମାବଲମ୍ବୀମାନେ ଏହାକୁ ଆଲ୍ଲାଙ୍କ ଚମତ୍କାରିତା ବୋଲି କହୁଛନ୍ତି। ଅନ୍ୟପକ୍ଷେ ମାର୍ଚ୍ଚ ୨୫ ରୁ ୩୦ ଯାଏ ଗୋଟିଏ ରେଖାରେ ୫ଟି ଗ୍ରହ ଦେଖାଯିବେ ବୋଲି ସୂଚନା ରହିଛି। ୨୫ ରୁ ୩୦ ମାର୍ଚ୍ଚ ପର୍ଯ୍ୟନ୍ତ ବୃହସ୍ପତି, ବୁଧ, ଶୁକ୍ର, ମଙ୍ଗଳ, ୟୁରେନ୍ସ ଓ ଚନ୍ଦ୍ର ଏକ ସରଳ ରେଖାରେ ଦେଖାଦେବେ। ସେଥିପାଇଁ ଏପରି ବିରଳ ଦୃଶ୍ୟ ଆକାଶରେ ଦେଖାଯାଇଛି ବୋଲି ହିନ୍ଦୁ ଧର୍ମାବଲମ୍ବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି

ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍‌-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri