ଆକାଶରେ ବିରଳ ଦୃଶ୍ୟ: ଜାଣନ୍ତୁ କ’ଣ କହୁଛନ୍ତି ଲୋକେ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟାରେ ଆକାଶରେ ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଜହ୍ନ ତଳେ ଏକ ଉଜ୍ଜ୍ୱଳ ନକ୍ଷତ୍ର ଦେଖାଯାଉଛି। ଏହି ଦୃଶ୍ୟକୁ ପ୍ରାୟ ସମସ୍ତେ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ତେବେ ଏପରି ଦୃଶ୍ୟ କାହିଁକି ଦେଖାଯାଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। ଦୀର୍ଘ ସମୟ ପର୍ଯ୍ୟନ୍ତ ଏହି ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହାକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି।
ଆଜିଠାରୁ ରମ୍‌ଜାନ ମାସ ଆରମ୍ଭ ହେଉଥିବାରୁ ଇସ୍‌ଲାମ ଧର୍ମାବଲମ୍ବୀମାନେ ଏହାକୁ ଆଲ୍ଲାଙ୍କ ଚମତ୍କାରିତା ବୋଲି କହୁଛନ୍ତି। ଅନ୍ୟପକ୍ଷେ ମାର୍ଚ୍ଚ ୨୫ ରୁ ୩୦ ଯାଏ ଗୋଟିଏ ରେଖାରେ ୫ଟି ଗ୍ରହ ଦେଖାଯିବେ ବୋଲି ସୂଚନା ରହିଛି। ୨୫ ରୁ ୩୦ ମାର୍ଚ୍ଚ ପର୍ଯ୍ୟନ୍ତ ବୃହସ୍ପତି, ବୁଧ, ଶୁକ୍ର, ମଙ୍ଗଳ, ୟୁରେନ୍ସ ଓ ଚନ୍ଦ୍ର ଏକ ସରଳ ରେଖାରେ ଦେଖାଦେବେ। ସେଥିପାଇଁ ଏପରି ବିରଳ ଦୃଶ୍ୟ ଆକାଶରେ ଦେଖାଯାଇଛି ବୋଲି ହିନ୍ଦୁ ଧର୍ମାବଲମ୍ବୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ଖଣି ନିଲାମ ପାଇଁ ବିଜ୍ଞପ୍ତି: ଖଣି ହାତେଇବାକୁ ଦୌଡ଼

ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟର ୭ଟି ଖଣିର ନିଲାମୀ ପାଇଁ ବୁଧବାର ଖଣି ନିର୍ଦ୍ଦେଶାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ମଧ୍ୟରେ ୪ଟି ଚୂନ ପଥର ଖଣି....

ମମିତା ମେହେର ହତ୍ୟା ମାମଲା: ଜିଲାପାଳ, ଏସ୍‌ପି, ଜେଲ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ରିପୋର୍ଟ ତଲବ

ଭୁବନେଶ୍ୱର,୧୩।୧(ବ୍ୟୁରୋ): ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କର କଣ୍ଟାବାଞ୍ଜି ଜେଲରେ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଜାତୀୟ ମାନବ ଅଧିକାର କମିଶନ...

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ...

ଜୟୀ ରାଜଗୁରୁଙ୍କ ଆତ୍ମବଳିକୁ ସ୍ମରଣ କରି ଦେଶ ପାଇଁ କାର୍ଯ୍ୟ କରିବା ଉଚିତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ):ମହାନ୍‌ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ମଙ୍ଗଳବାର ସୂଚନା ଭବନଠାରେ ପାଳିତ ହୋଇଯାଇଛି। ରାଜ୍ୟ ଜଳ ସମ୍ପଦ ତଥା ସୂଚନା ଓ...

ସ୍ତ୍ରୀଙ୍କୁ ହେମଦସ୍ତାରେ ଛେଚି ହତ୍ୟା କରିବା ପରେ ବିଷ ପିଇଲେ ସ୍ବାମୀ

କଣ୍ଟାପଡ଼ା,୧୨ା୧୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି ରବିବାର ହେମଦସ୍ତାରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ବିଷପିଇ ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା କଟକ ଜିଲା...

CORONAVIRUS UPDATE: ନୂଆ ୭ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ କଲେ ରାଜ୍ୟ ସରକାର: ମୋଟ ସଂଖ୍ୟା ୧୧୮ ଛୁଇଁଲା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ୪ ଓ ଭଦ୍ରକ ଜିଲାର ୩ ଜଣ...

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ...

ଆଜି ବସ୍‌ ଚଳାଚଳ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ: ଦାବି ପୂରଣ ନ ହେଲେ ଚାଲିବନି ଗାଡ଼ି

ଭୁବନେଶ୍ୱର, ୪ ।୫(ବ୍ୟୁରୋ): ରାଜ୍ୟରେ ଆଗକୁ ଘରୋଇ ବସ୍‌ ଚଳାଚଳ କେବେ ହେବ ଏବଂ ଏଥିଲାଗି କ’ଣ ସବୁ ନିୟମକାନୁନ ରହିବ ତାକୁ ନେଇ ବିଚାରବିମର୍ଶ...

Advertisement
Archives

Model This Week