କଳାହାଣ୍ଡିରେ ବିରଳ ପ୍ରଜାତିର ବାଦୁଡି

ଜୁନାଗଡ,୨୧।୧୧(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ମେରିଆବନ୍ଧଲି ପଞ୍ଚାୟତ ଡୁମେରବାହାଲ ଗ୍ରାମରେ ଶୁକ୍ରବାର ରାତିରେ ଏକ ବିରଳ ପ୍ରଜାତିର ବାଦୁଡି ଦେଖିବାକୁ ମିଳିଛି। ସାଧାରଣତଃ ବାଦୁଡିର ରଙ୍ଗ କଳା ହୋଇଥିବାବେଳେ ଏହି ବାଦୁଡିର ରଙ୍ଗ ନିଳ ଓ ହଳଦିଆ ରହିଥିଲା।
ଘଟଣାରୁ ଜଣାପଡିଛି, ବାଦୁଡିଟି ଗ୍ରାମର କମଳ ମାଝୀଙ୍କ ଛାତ ଉପରେ ବସିଥିଲା। ପରେ ବାଦୁଡିକୁ ଦେଖିବା ପାଇଁ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା। ବାଦୁଡିକୁ ଧରିବା ପାଇଁ ଲୋକେ ଉଦ୍ୟମ କରୁଥିବାବେଳେ ସେଠାରୁ ସେ ଉଡି ଯାଇଥିଲା। ଏଥିପ୍ରତି ବନବିଭାଗ ଦୃଷ୍ଟିଦେଇ ଏପରି ବିରଳ ପ୍ରଜାତିର ବାଦୁଡିକୁ ଠାବ କରିବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri