ଜାଲରେ ପଡିଲା ବିରଳ ପ୍ରଜାତିର ମାଛ

ସାରସକଣା, ୬।୯(ଡି.ଏନ.ଏ.)  ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଞ୍ଚଳରେ ଏକ ବିରଳ ପ୍ରଜାତିର ମାଛ ଜାଲରେ ଧରାପଡିଛି। ଆନ୍ତଃରାଜ୍ୟ ସୀମା ସୁବର୍ଣ୍ଣରେଖା ନଦୀ ଜାମଶୋଳା ଘାଟରେ ସ୍ଥାନୀୟ ମାଛ ଧରାଳୀମାନେ ମାଛ ଧରୁଥିବା ବେଳେ ଏହି ମାଛ ଜାଲରେ ଧରାପଡିଥିଲା। ମତ୍ସ୍ୟଜୀବୀମାନେ ପୂର୍ବରୁ ଏଭଳି ମାଛ କେବେ ଦେଖି ନ ଥିବା କହିଛନ୍ତି। ତେବେ ମାଛକୁ ଜଣେ ବେପାରୀ କିଣି ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ

ରାଇରଙ୍ଗପୁର,୧୨ା୬(ଡି.ଏନ୍‌.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ...

ସୌନ୍ଦର୍ଯ୍ୟ ଅଛି, ବିକାଶ ନାହିଁ

କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍‌ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା,...

ଅଙ୍ଗନଓ୍ବାଡି କର୍ମୀଙ୍କୁ ଆକ୍ରମଣ

ଠାକୁରମୁଣ୍ଡା,୧୯ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ବାଉଁଶଡିହା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଶନିବାର ସକାଳେ ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ...

ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍‌ଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି।...

ଜଙ୍ଗଲରେ ନିଅଆଁ : ଗାଁ ମୁହାଁ ହରିଣପଲ

ଠାକୁରମୁଣ୍ଡା,୨।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଅଞ୍ଚଳ ନିହଣଗଣ୍ଡି ଗ୍ରାମ ଭିତରକୁ ଶନିବାର ସକାଳେ ହରିଣପଲ ପଶି ଆସିଥିଲେ। ସେଥିମଧ୍ୟରୁ ଗୋଟିଏ ହରିଣକୁ...

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...

ଚୋରାକାଠ କାରଖାନାରେ ଚଢ଼ାଉ

ବାରିପଦା ଅଫିସ, ୩।୨-ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ବାଗଦିଆ ଗଉଡଡିଆଠାରେ ବନବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର କାଠ ଜବତ କରାଯାଇଛି। ସେଠାରେ...

ବିପୁଳ ପରିମାଣର ବିଦେଶୀ ମଦ ଜବତ: ୨ ବ୍ୟବସାୟୀ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୨।୧୧(ଡି.ଏନ୍‌.ଏ.): ଅବକାରୀ ବିଭାଗ ଦାରା ଶୁକ୍ରବାର ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅବକାରୀ ଥାନା ଅନ୍ତର୍ଗତ ଠାକୁରମୁଣ୍ଡା ଓ ଚମ୍ପାଝର ବଜାର ଅଞ୍ଚଳରୁ ବିପୁଳ ପରିମାଣର ଚୋରା...

Advertisement
Archives

Model This Week