ଖରସ୍ରୋତାରୁ ମିଳିଲା ବିରଳ ପ୍ରଜାତିର ମାଛ

ରସୁଲପୁର,୧।୭(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଯୋକଡ଼ିଆ ପାଖ ଖରସ୍ରୋତା ନଦୀରୁ ଶୁକ୍ରବାର ବିରଳ ପ୍ରଜାତିର ମାଛ ଉଦ୍ଧାର ହୋଇଛି। ନଦୀରେ ଆଜି ମତ୍ସ୍ୟଜୀବୀମାନେ ମାଛ ଧରିବା ସମୟରେ ୬ଟି ବିରଳ ପ୍ରଜାତିର ମାଛ ଜାଲରେ ପଡ଼ିଥିଲା। ଏହି ମାଛକୁ ଅମଛା ମାଛ ବୋଲି କୁହାଯାଉଛି। ଏହି ମାଛ ୭୨, ୬୮, ୬୨, ୫୦ ,୪୮.୫୦୦ଗ୍ରାମ ଓ ୪୮ କିଲୋ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକ ବେଳେ ବ୍ରହ୍ମଗିରି ତହସିଲଦାରଙ୍କୁ ଆକ୍ରମଣ

ବ୍ରହ୍ମଗିରି,୭ା୩(ଡି.ଏନ୍‌.ଏ.): ବ୍ରହ୍ମଗିରି ଅତିରିକ୍ତ ତହସିଲଦାରଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଶୁକ୍ରବାର ଏକ ବୈଠକ ଚାଲୁଥିବା ବେଳେ ଦୁଇଜଣ ଦୁର୍ବୃତ୍ତ ତହସିଲଦାର କିଶୋର କୁମାର ପଣ୍ଡାଙ୍କୁ ଆକ୍ରମଣ କରିଥିବା...

ସାଇକେଲ ଚାଳକଙ୍କୁ ଧକ୍କା ଦେଇ ଗାଡ଼ି ଫେରାର

ଝାରସୁଗୁଡା ଅଫିସ୍‌,୨୩।୬: ଝାରସୁଗୁଡା ସଦର ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ ଏଚ୍‌ କଂଟାପାଲି ଛକରେ ଏକ ଗାଡି ଧକ୍କାରେ ଜଣେ ସାଇକେଲ ଚାଳକଙ୍କ...

ବନ ବିଭାଗର କରତକଳ ଉପରେ ଚଢାଉ: ଯନ୍ତ୍ରାଂଶ, କାଠକୁ ଛଡାଇ ନେଲେ ଲୋକେ

ସିମୁଳିଆ, ୨୮ା୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ମାର୍କୋଣା ଷ୍ଟେଶନ ବଜାର ନିକଟରେ ଥିବା ଏକ କରତକଳ ଉପରେ ବନବିଭାଗ ପକ୍ଷରୁ ଚଢାଉ କରାଯାଇଛି। ମାଜିଷ୍ଟ୍ରେଟ ରୂପେ...

ଦିଲ୍ଲୀ ଏମ୍‌ସ ଆକାଉଣ୍ଟରୁ ୪.୭୬ କୋଟି ଠକେଇ ଘଟଣା: ବ୍ୟାଙ୍କ କର୍ତ୍ତୃପକ୍ଷ ସାମିଲ ସୂଚନା

ଫୁଲବାଣୀ ଅଫିସ, ୨୭ା୧୧-ଦିଲ୍ଲୀ ଏମ୍‌ସ(ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ)ର ଆକାଉଣ୍ଟରୁ ୪ କୋଟି ୭୬ ଲକ୍ଷ ୪୬ ହଜାର ୬୨୫ ଟଙ୍କା ଚେକ୍‌...

ଚିକିତ୍ସାରେ ବାଧକ ସାଜିଛି ଅର୍ଥ

ଫୁଲବାଣୀ ଅଫିସ, ୨୦ା୩ – ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର କିଲୁ ଗ୍ରାମର ଭାରତ ମଲ୍ଲିକ (୯)। ପାଠ ପଢ଼ିବା ବୟସରେ ଦେହ ଖରାପ ଯୋଗୁ...

ଅନୁଭବ-ବର୍ଷା ଭିଡ଼ିଓ ଭାଇରାଲ ମାମଲା: ଆସନ୍ତା ୧୧ରେ ହେବ ଶୁଣାଣି

କଟକ ଅଫିସ,୫।୭: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଅନୁଭବ...

ସାତୋପନ୍ଥ ପର୍ବତ ଶିଖରରେ ଯାଜପୁରର ସତ୍ୟବ୍ରତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.), ୧।୯: ଯାଜପୁରର ପର୍ବତାରୋହୀ ସତ୍ୟବ୍ରତ ଦାସ ମଙ୍ଗଳବାର ଉତ୍ତରାଖଣ୍ଡର ସାତୋପନ୍ଥ ପର୍ବତ ଶିଖରରେ ପହଞ୍ଚି ଏକ ବିରଳ ସଫଳତା ହାସଲ କରିଛନ୍ତି।...

ବେକାରି ସମସ୍ୟା ଦୂର ଶ୍ୟାମସୁନ୍ଦରଙ୍କ ଲକ୍ଷ୍ୟ

ସିମୁଳିଆ,୨୩।୫: ଚାକିରି ପଛରେ ଗୋଡ଼ାଇ ନିରାଶ ହେବା ଅପେକ୍ଷା ଛୋଟ ଛୋଟ ଉଦ୍ୟୋଗ କରି ଆମତ୍ନିର୍ଭରଶୀଳ ହେବାକୁ ବାଟ ଦେଖାଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା...

Advertisement
Archives

Model This Week