ସୋରଡା ଡାକ୍ତରଖାନାରେ ବିରଳ ଅସ୍ତ୍ରୋପଚାର

ସୋରଡା,୧୦।୫: ଗଞ୍ଜାମ ଜିଲା ସୋରଡା ସରକାରୀ ଡାକ୍ତରଖାନାରେ ଏକ ବିରଳ ଅସ୍ତ୍ରୋପଚାର ଦୀର୍ଘ ୩ ଘଣ୍ଟାରେ ସଫଳ ହୋଇଛି । ଧରାକୋଟ ବ୍ଲକ ଶିଙ୍ଗିପୁର ଗ୍ରାମର ବାଉରୀ ଗଉଡଙ୍କ ସ୍ତ୍ରୀ ଗୋଲାପ ଗଉଡ (୫୨)ଙ୍କ ପିଠିରେ ୧୦ ବର୍ଷ ହେଲା ମାଂସ ପିଣ୍ଡୁଳା ବଢି ବଢି ଚାଲିଥିଲା। ମଙ୍ଗଳବାର ସେ ସୋରଡା ମେଡିକାଲରେ ପହଞ୍ଚି ଅସ୍ତ୍ରୋପଚାର କରିଥିଲେ। ଡାକ୍ତର ସନ୍ତୋଷ କୁମାର ପଣ୍ଡା,ଫାର୍ମଶିଷ୍ଟ ସୁନିଲ ସାମନ୍ତରାୟ ସମେତ ନର୍ସମାନଙ୍କୁ ନେଇ ଏକ ଟିମ୍‌ ସାରେ ସଫଳତାର ସହ ୩୦୦ ଗ୍ରାମ ଓଜନର ମାଂସ ପିଣ୍ଡୁଳାକୁ ବାହାର କରିଥିଲେ । ସ୍ବାମୀ ବାଉରୀ ଗରିବ ଶ୍ରେଣୀର ହୋଇଥିବା ବେଳେ ମାଗଣାରେ ଏହି ସେବା ପାଇ ଆନନ୍ଦିତ ହୋଇଥିଲେ। ଡାକ୍ତର ପଣ୍ଡା ଏଠାରେ ଏପରି ୧୦୦ ରୁ ଉର୍ଦ୍ଧ ଜଟିଳ ଅସ୍ତ୍ରୋପଚାର କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?