ବାଲେଶ୍ୱରରେ ରସଗୋଲା ମହୋତ୍ସବ

ବାଲେଶ୍ୱର ଅଫିସ, ୧୬।୬ – ବାଲେଶ୍ୱର ସହର ଏଡ଼ିଏମ୍‌ ଛକସ୍ଥିତ ବ୍ରିଟ୍‌ କଲ୍ୟାଣମଣ୍ଡପ ପରିସରରେ ବାଲେଶ୍ୱର ପ୍ରତିଭା ବିକାଶ ଟ୍ରଷ୍ଟ ତରଫରୁ ରସଗୋଲା ମହୋତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ରଜ ଉପଲକ୍ଷେ ରସଗୋଲା ମହୋତ୍ସବ ଏବଂ ପୋଡ଼ପିଠା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ରସଗୋଲାର ପ୍ରାଚୀନତାକୁ ବଜାୟ ରଖିବା ପାଇଁ ଟ୍ରଷ୍ଟ ପକ୍ଷରୁ ପ୍ରୟାସ କରାଯାଇଥିଲା।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଉଦ୍‌ଘାଟନ କରିଥିଲେ। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳରୁ ରସଗୋଲା ଦୋକାନୀମାନେ ଅଂଶଗ୍ରହଣ କରି ବିଭିନ୍ନ ପ୍ରକାର ମିଠା ପ୍ରଦର୍ଶନ କରିଥିଲେ। ସେହିପରି ମହିଳାମାନେ ସେମାନଙ୍କ ହାତ ତିଆରି ପିଠା ପ୍ରଦର୍ଶନ କରିବା ସହ ବିକ୍ରି କରିବାର ସୁଯୋଗ ପାଇଥିଲେ। ପ୍ରାୟ ୫୦ଜଣ ମହିଳା ବିଭିନ୍ନ ପ୍ରକାର ସୁସ୍ବାଦୁ ପିଠା ପ୍ରଦର୍ଶନ କରିବା ସହ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉପସ୍ଥିତ ଦର୍ଶକମାନେ ମିଠା ଓ ପିଠାର ସୁଆଦକୁ ଉପଭୋଗ କରିବା ସହ ଘରକୁ ମଧ୍ୟ କିଣିକି ନେଇଥିଲେ। ସେହିପରି ଗତ ୩ବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ପାଳନ କରାଯାଇ ନ ଥିବାବେଳେ ଚଳିତବର୍ଷ ରଜ ପାଳନକୁ ନେଇ ଲୋକଙ୍କ ମନରେ ଉତ୍ସାହ ଭରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri