Posted inଖେଳ

ଇତିହାସ ରଚିଲେ ଏହି କ୍ରିକେଟର୍‌: ମାତ୍ର ୨୪ ବର୍ଷ ବୟସରେ…

ନୂଆଦିଲ୍ଲୀ,୨୪।୧: ଆଫଗାନିସ୍ତାନ ସ୍ପିନର ରଶିଦ ଖାନ ନିଜ ବୋଲିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷ କରିଛନ୍ତି। ବିଶ୍ୱର ଅନେକ ଫ୍ରାଞ୍ଚାଇଜ ତାଙ୍କୁ ଟି-୨୦ ଲିଗରେ ନିଜ ଦଳରେ ସାମିଲ କରିବାକୁ ଏକପ୍ରକାର ପ୍ରତିଯୋଗିତା କରନ୍ତି। ଏସଏସ୍‌ ଟି-୩୦ ଲିଗରେ ଏମ୍‌ଏଇ କେପଟାଉନ ଦଳର ନେତୃତ୍ୱ ନେଉଥିବା ରଶିଦ ଏକ ବଡ଼ ରେକର୍ଡ ସୃଷ୍ଟି କରଛନ୍ତି। ମାତ୍ର ୨୪ ବର୍ଷ ବୟସରେ ରଶିଦ ଟି-୨୦ କ୍ରିକେଟରେ ୫୦୦ ଉଇକେଟ ନେଛନ୍ତି।
ଦକ୍ଷିଣ ଆଫ୍ରିକାରେ ଖେଳାଯାଉଥିବା ଟି-୨୦ ଲିଗରେ ରଶିଦ ୪ ଓଭରରେ ମାତ୍ର ୧୬ ରନ ଦେଇ ୩ଟି ଉଇକେଟ ନେଇଥିଲେ। ଏହି ଉଇକେଟ୍‌ ସହ ରଶିଦ ଟି-୨୦ କ୍ରିକେଟରେ ୫୦୦ ଉଇକେଟ ହାସଲ କରିଛନ୍ତି।
ମାତ୍ର ୨୪ ବର୍ଷ ବୟସରେ ୫୦୦ ଟି-୨୦ ଉଇକେଟ ନେଇ ରଶିଦ ବିଶ୍ୱର ସର୍ବ କନିଷ୍ଠ ବୋଲର ହେବାର ରେକର୍ଡ ସୃଷ୍ଟି କରିଥିଲେ। ଏହା ସହ ସେ ଏହି ଫର୍ମାଟରେ ୫୦୦ ଉଇକେଟ ନେବାରେ ବିଶ୍ୱର ଦ୍ୱିତୀୟ ବୋଲର ହୋଇଥିଲେ। ୱେଷ୍ଟଇଣ୍ଡିଜ୍‌ର ଡ୍ବେନ ବ୍ରାଭୋ ସର୍ବାଧିକ ଟି-୨୦ ଉଇକେଟ ତାଲିକାରେ ପ୍ରଥମ ସ୍ଥାନରେ ଅଛନ୍ତି। ୫୫୬ ଟି-୨୦ ମ୍ୟାଚରେ ସେ ୬୧୪ ଉଇକେଟ ନେଇଛନ୍ତି। ରଶିଦଙ୍କ ୩୭୧ ମ୍ୟାଚରେ ୫୦୦ ଉଇକେଟ ନେଇଛନ୍ତି। ତୃତୀୟ ନମ୍ବରରେ ୱେଷ୍ଟଇଣ୍ଡିଜର ସୁନୀଲ ନାରିନଙ୍କ ନାଁ ରହିଛି। ସେ ୪୭୪ ଉଇକେଟ ନେଇଛନ୍ତ। ଦକ୍ଷିଣ ଆଫ୍ରିକାର ଇମ୍ରାନ ତାହିର ୩୭୩ଟି ମ୍ୟାଚରେ ୪୬୬ ଉଇକେଟ ନେଇଛନ୍ତି। ପଞ୍ଚମ ସ୍ଥାନରେ ବାଂଲାଦେଶର ଶାକିବ ଅଲ ହାସନ ଅଛନ୍ତି। ୩୮୯ ମ୍ୟାଚ ଖେଳି ସେ ୪୩୬ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri