Posted inଖେଳ

ତାଲିବାନକୁ ଭୟ ନାହିଁ; କିଛି ଏଭଳି ଢ଼ଙ୍ଗରେ ଜବାବ ଦେଲେ ଆଫଗାନିସ୍ତାନର ଏହି ସ୍ପିନର

ନୂଆଦିଲ୍ଲୀ,୨୨।୮: ଆଫଗାନିସ୍ତାନକୁ ଦଖଲକୁ ନେଇଛି ତାଲିବାନ। ଏହାକୁ ନେଇ ଦେଶରେ ଆତଙ୍କ ଖେଳିଯାଇଛି। ଲୋକମାନେ ଦେଶର ଭବିଷ୍ୟତକୁ ନେଇ ଚିନ୍ତା ପ୍ରକଟ କରୁଛନ୍ତି। ଏପରି ସ୍ଥିତିରେ ଦେଶଠାରୁ ଦୂରରେ ଇଂଲଣ୍ଡରେ କ୍ରିକେଟ ଖେଳୁଥିବା ଆଫଗାନିସ୍ତାନ କ୍ରିକେଟ ଟିମ୍‌ର ସ୍ପିନର ରସିଦ ଖାନ୍‌ ତାଲିବାନକୁ ଆଦୌ ଭୟ କରୁ ନ ଥିବା ସ୍ପଷ୍ଟ କରିଛନ୍ତି। ଏପରିକି ସେ ନିଜସ୍ବ ଶୈଳୀରେ ଉପଯୁକ୍ତ ଉତ୍ତର ଦେବା ସହ ଦେଶକୁ ସମର୍ଥନ ଜଣାଇଛନ୍ତି। ରସିଦ ଇଂଲଣ୍ଡରେ ଖେଳୁଥିବା ‘ ଦ ହଣ୍ଡ୍ରେଡ୍‌’ ଲିଗ୍‌ର ଏଲିମିନେଟର ମ୍ୟାଚ୍‌ରେ ମୁହଁରେ ଆଫଗାନିସ୍ତାନର ପତାକା କରି ମଇଦାନକୁ ଓହ୍ଲାଇଥିଲେ। ଏହାକୁ ସୋସିଆଲ ମିଡିଆରେ ପ୍ରଶଂସା କରାଯାଉଛି।

ପ୍ରକାଶ ଯେ, କିଛି ଦିନ ପୂର୍ବରୁ ଆଫଗାନିସ୍ତାନର ବିଭିନ୍ନ ପ୍ରଦେଶକୁ ତାଲିବାନ ନିଜ କବ୍ଜାକୁ ନେଇଥିଲା। ଏହି ସମୟରେ ରସିଦ ବିଶ୍ୱ ନେତାମାନଙ୍କୁ ଦେଶକୁ ନ ଛାଡ଼ିବାକୁ ନିବେଦନ କରିଥିଲେ।ଏହାଛଡ଼ା ୧୯ ଅଗଷ୍ଟ ଦେଶର ସ୍ବାଧୀନତା ଦିବସ ଅବସରରେ ସେ ବଳିଦାନକୁ କେବେ ବି ଭୁଲନ୍ତୁ ନାହିଁ। ଏକ ଶାନ୍ତିପୂର୍ଣ୍ଣ, ବିକଶିତ ତଥା ମିଳିତ ଦେଶ ପାଇଁ ଆଶା ଏବଂ ପ୍ରାର୍ଥନା କରୁଛି ବୋଲି ଟୁଇଟ୍‌ କରି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ କ୍ରିକେଟ ଜଗତରେ ହଇଚଇ: ହଠାତ୍‌ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଏହି ଭାରତୀୟ ଖେଳାଳି

ନୂଆଦିଲ୍ଲୀ, ୨।୧୦: ଭାରତର ଦିଗ୍ଗଜ ସ୍ପିନର ଯୁଜବେନ୍ଦ୍ର ଚହଲ ଫର୍ଷ୍ଟ-କ୍ଲାସ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଅର୍ଥାତ୍‌ ଏଣିକି କ୍ରିକେଟପ୍ରେମୀମାନେ ତାଙ୍କୁ ରେଡ-ବଲ କ୍ରିକେଟରେ ଖେଳୁଥିବା ଦେଖିପାରିବେ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?