Posted inଖେଳ

ଟି୨୦ରେ ରଶିଦଙ୍କ ରେକର୍ଡ

ଆବୁଧାବି,୭।୧୧: ଟି୨୦ କ୍ରିକେଟ ଇତିହାସରେ ତୃତୀୟ ବୋଲର ଭାବେ ୪୦୦ ଉଇକେଟ ପୂରଣ କରିଛନ୍ତି ଆଫଗାନିସ୍ତାନର ଲେଗ୍‌ ସ୍ପିନର ରଶିଦ ଖାଁ। ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମାର୍ଟି ଗୁପଟିଲଙ୍କୁ କ୍ଲିନ ବୋଲ୍ଡ କରି ସେ ଏହି ବିରଳ ସଫଳତା ହାସଲ କରିଛନ୍ତି। ତେବେ ୪୦୦ ଉଇକେଟ ହାତେଇବାରେ ୨୩ ବର୍ଷୀୟ ସ୍ପିନର ସବୁଠୁ ଦ୍ରୁତତମ। ସେ କ୍ୟାରିୟରର ୨୮୯ତମ ଟି୨୦ ମ୍ୟାଚ୍‌ରେ ଏହି ସଫଳତା ହାସଲ କରିଛନ୍ତି। ତାଙ୍କ ପୂର୍ବରୁ କେବଳ ୩ ଜଣ ବୋଲର ଏହି ସଫଳତା ହାସଲ କରିଥିଲେ।

ପ୍ରଥମ ବୋଲର ଭାବେ ଓ୍ବେଷ୍ଟଇଣ୍ଡିଜର ଡ୍ବେନ ବ୍ରାଭୋ ୩୬୪ତମ ମ୍ୟାଚ୍‌ରେ ୪୦୦ ତମ ଉଇକେଟ ହାତେଇଥିଲେ। ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଅଲରାଉଣ୍ଡର(୫୧୨ ମ୍ୟାଚ୍‌)ଙ୍କ ନାମରେ ରହିଛି ସର୍ବାଧିକ ୫୫୩ ଉଇକେଟ। ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଉଇକେଟ ନେଇଥିବା ବୋଲରଙ୍କ ତାଲିକାରେ ଦକ୍ଷିଣ ଆଫ୍ରିକାର ଇମ୍ରାନ ତାହିର (୩୨୦ ମ୍ୟାଚ୍‌) ଓ ଓ୍ବେଷ୍ଟଇଣ୍ଡିଜର ସୁନୀଲ ନାରିନ (୩୬୨ ମ୍ୟାଚ୍‌) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri