ମାତ୍ର ୨୩ ବର୍ଷ ବୟସରେ ଟି-୨୦ରେ କ୍ରିକେଟ୍‌ରେ ବଡ଼ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୧।୫: ଗୁଜରାଟ ଟାଇଟାନ୍ସ (ଜିଟି) ଲେଗ-ସ୍ପିନର ରସିଦ ଖାନ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲଏସଜି) ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେବାରେ ରସିଦ ବିଶ୍ୱର ତୃତୀୟ ବୋଲର ହୋଇଛନ୍ତି।
ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ରସିଦ ଖାନ ୩.୫ ଓଭରରେ ୨୪ ରନ ଦେଇ ୪ଟି ଉଇକେଟ ନେଇଥିଲେ। ବିଶ୍ୱର ତୃତୀୟ ବୋଲର ଟି-୨୦ କ୍ରିକେଟରେ ରସିଦ ୪୫୦ ଉଇକେଟ ପୂରଣ କରିଛନ୍ତି। ୨୩ ବର୍ଷୀୟ ରସିଦଙ୍କ ସାଂଘାତିକ ବୋଲିଂ ଯୋଗୁ ଗୁଜରାଟ ଟାଇଟାନ୍ସ ୬୨ ରନରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ସୁରକ୍ଷିତ କରିଛି।

ଟି-୨୦ କ୍ରିକେଟରେ ସର୍ବାଧିକ ଉଇକେଟ ନେଇଥିବା ବୋଲର
ଡୱେନ ବ୍ରାଭୋ (ୱେଷ୍ଟଇଣ୍ଡିଜ) – ୫୮୭ ଉଇକେଟ
ଇମ୍ରାନ ତାହିର (ଦକ୍ଷିଣ ଆଫ୍ରିକା) – ୪୫୧ ଉଇକେଟ
ରସିଦ ଖାନ (ଆଫଗାନିସ୍ତାନ) – ୪୫୦ ଉଇକେଟ
ସୁନୀଲ ନାରିନ (ୱେଷ୍ଟଇଣ୍ଡିଜ) – ୪୩୭ ଉଇକେଟ


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ମୁଖ୍ୟମନ୍ତ୍ରୀ ହେବେ ବୋଲି ଭବିଷ୍ୟବାଣୀ କରିଥିଲେ ଜ୍ୟୋତିଷ, TVK ସରକାରରେ ମିଳିଲା ବଡ଼ ପଦବୀ

ଚେନ୍ନାଇ,୧୨।୫: ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ପ୍ରଥମେ ତିନି ବର୍ଷ ପୂର୍ୱେ ପ୍ରତିଷ୍ଠିତ ତାଙ୍କ ଦଳ ସହିତ ନିର୍ୱାଚନରେ ଏକ ବଡ଼ ବିଜୟ ହାସଲ କରି ହଇଚଇ ସୃଷ୍ଟି…

ଇଟାଲୀ, ୟୁଏଇ, ସ୍ୱିଡେନ…ମୋଦିଙ୍କ ଏହି ୫ଟି ଦେଶ ଗସ୍ତ ସ୍ଥାନରେ ୫୦୦ ଭାରତୀୟ ଟଙ୍କାର ମୂଲ୍ୟ କେତେ?

ନୂଆଦିଲ୍ଲୀ,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ ୧୫ ରୁ ମେ ୨୦ ମଧ୍ୟରେ ପାଞ୍ଚଟି ଦେଶ ଗସ୍ତରେ ଯିବେ। ଏହି ଗସ୍ତ ସଂଯୁକ୍ତ ଆରବ ଏମିରେଟ୍ସ (UAE)…

NEET- UG ୨୦୨୬ ପରୀକ୍ଷା ବାତିଲ: ବର୍ଷିଲେ ରାହୁଲ, ମୋଦିଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୧୨।୫: NEET-UG ୨୦୨୬ ପରୀକ୍ଷା ବାତିଲକୁ ନେଇ ରାହୁଲ ଗାନ୍ଧୀ କେନ୍ଦ୍ର ସରକାର ଏବଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ ଭ୍ରଷ୍ଟ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ…

ଚାଷଙ୍କ ଇଚ୍ଛା ମୃତ୍ୟୁ ଆବେଦନ: ତଦନ୍ତ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ତାଲମେଣ୍ଡା ଗ୍ରାମର ଯୁବ ଚାଷୀ ରୋହିତ ଭୋଇଙ୍କ ଇଚ୍ଛାମୃତ୍ୟୁ ଆବେଦନ ଏବେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ସମବାୟ ମନ୍ତ୍ରୀ ପ୍ରଦୀପ…

ସୁନା କିଣିବାକୁ ମନାକଲେ ମୋଦି, କିଣିଲେ ମିଳିବ ଦଣ୍ଡ! ଜାଣନ୍ତୁ ନୂଆ ନିୟମ…

ନୂଆଦିଲ୍‌ଲୀ,୧୨।୫: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଭାରତର ବୈଦେଶିକ ମୁଦ୍ରା ଭଣ୍ଡାର ଉପରେ ବଢ଼ୁଥିବା ଚାପ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ପ୍ରତି ନାଗରିକମାନଙ୍କୁ ଗୋଟିଏ ବର୍ଷ…

ଟ୍ରାକ୍ଟର-ଅଟୋ ମୁହାଁମୁହିଁ ଧକ୍କା; ନାବାଳକ ସମେତ ୩ ଗୁରୁତର, ଜଣେ ମୃତ

ଚିକିଟି,୧୨।୫(ପ୍ରକାଶଚନ୍ଦ୍ର ସାହୁ): କେ ନୂଆଗାଁ ଥାନା ଅନ୍ତର୍ଗତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ନିକଟରେ ମଙ୍ଗଳବାର ଟ୍ରାକ୍ଟର- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri