ଅନସ୍କ୍ରିନ ରୋମାନ୍ସର ତଡକା ଦେବେ ସାହିଦଙ୍କ ସହ ରଶ୍ମିକା

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ‘ପୁଷ୍ପା: ଦି ରାଇଜ’ର ସୁପର ଡୁପର ସଫଳତା ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ନାଶନାଲ କ୍ରସ ରଶ୍ମିକା ମନ୍ଦାନାଙ୍କ ଲୋକପ୍ରିୟତା ବୃଦ୍ଧି ପାଇଛି। ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ସବୁ ଚଳଚ୍ଚିତ୍ର ର୍ନିମାତା ଏବଂ ବଲିଉଡ ର୍ନିମାତାଙ୍କ ସର୍ବଶେଷ ତଥା ପ୍ରଥମ ପସନ୍ଦ ବୋଲି ମନେହୁଏ। ଅମିତାଭ ବଚ୍ଚନଙ୍କ ‘ଅଲବିଦା’ ଏବଂ ସିଦ୍ଧାର୍ଥ ମଲହୋତ୍ରାଙ୍କ ‘ମିଶନ ମଜନୁ’ରେ ଅଭିନୟ କରିବା ପରେ ରଶ୍ମିକା ମନ୍ଦାନା ଗ୍ୟାଙ୍ଗଷ୍ଟର ଡ୍ରାମା ଫିଲ୍ମ ‘ଏନିମଲ’ରେ ରଣବୀର କପୁରଙ୍କ ସହ ବଡ଼ ପରଦାରେ ଧମାଲ କରିବାକୁ ପ୍ରସ୍ତୁତ ହୋଇଛନ୍ତି। ଏଥି ସହିତ ସେ ସାହିଦ କପୁରଙ୍କ ସହ ରୋମାନ୍ସ କରୁଥିବା ମଧ୍ୟ ନଜର ଆସିବେ।

ମିଳିଥିବା ସଦ୍ୟତମ ରିପୋର୍ଟରେ ଦର୍ଶାଯାଇଛି ଯେ ନିର୍ଦ୍ଦେଶକ ଅନିସ ବଜମିଙ୍କ ନିର୍ଦ୍ଦେଶିତ ସହିଦ କପୁରଙ୍କ ଆଗାମୀ ଆକ୍ସନ କମେଡି ଚଳଚ୍ଚିତ୍ର ପାଇଁ ’ଚାଲୋ’ ଅଭିନେତ୍ରୀଙ୍କୁ ବଛାଯାଇଛି। ଦିଲ ରାଜୁ ଏବଂ ଏକତା କପୁରଙ୍କ ଦ୍ୱାରା ର୍ନିମିତ ମାସ ଏଣ୍ଟରଟେନର ଫିଲ୍ମରେ ପ୍ରଥମ ଥର ପାଇଁ ଗୀତା ଗୋବିନ୍ଦ ଅଭିନେତ୍ରୀ ସାହିଦ କପୁରଙ୍କ ସହ ରୋମାନ୍ସ କରୁଥିବା ନଜର ଆସିବେ। ଏହାକୁ ନେଇ ପ୍ରଶଂସକମାନେ ଅତ୍ୟନ୍ତ ଉତ୍ସାହିତ ଅଛନ୍ତି କାରଣ ସାହିଦ ଏବଂ ରଶ୍ମିକା ଏକ ନୂଆ ଏବଂ ଆକର୍ଷଣୀୟ ଅନ-ସ୍କ୍ରିନ ଯୋଡି ତିଆରି କରିବାକୁ ଯାଉଛନ୍ତି। ସାହିଦ କପୁରଙ୍କ ସୁପରହିଟ ଫିଲ୍ମ ’କମିନେ’ ପରେ ନିସ ବଜମି ଏହି ଫିଲ୍ମରେ ଡବଲ ରୋଲ ପ୍ଲେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri