ପୁଣି ଡେଟ୍‌ କରୁଛନ୍ତି ରଶ୍ମିକା ଓ ବିଜୟ

ମୁମ୍ବାଇ: ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଇଣ୍ଡଷ୍ଟ୍ରରି ସବୁଠାରୁ ଲୋକପ୍ରିୟ ଅଭିନେତା। ପ୍ରଶଂସକମାନେ ମଧ୍ୟ ଉଭୟଙ୍କ ଯୋଡିକୁ ବହୁତ ପସନ୍ଦ କରନ୍ତି। ତେବେ ଦୁହେଁ ପରସ୍ପରକୁ ଡେଟ୍‌ କରୁଥିବାର ଗୁଜବ ବଲିଉଡରୁ ଟଲିଉଡ ପର୍ଯ୍ୟନ୍ତ ବ୍ୟାପିଥିଲା। କିନ୍ତୁ ଚଳିତ ବର୍ଷ ପ୍ରାରମ୍ଭରେ ସେମାନଙ୍କ ବ୍ରେକ ଅପ ଖବର ପ୍ରଶଂସକଙ୍କ ହୃଦୟକୁ ଭାଙ୍ଗି ଦେଇଥିଲା।

ସୂଚନାଯୋଗ୍ୟ,ଉଭୟ ସେମାନଙ୍କ ସମ୍ପର୍କ କିମ୍ବା ବ୍ରେକଅପ ବିଷୟରେ ଖୋଲାଖୋଲି କୌଣସି ବିବୃତ୍ତି ପ୍ରକାଶ କରିନାହାନ୍ତିି। କିନ୍ତୁ ବ୍ରେକଅପ ଗୁଜବ ପରେ, ପୁଣି ଥରେ ଏହି ଯୋଡିକୁ ଏକାଠି ସମୟ ବିତାଉଥିବାର ଦେଖାଯାଇଛି। ସେମାନଙ୍କ ପ୍ୟାଚ୍‌ ଅପ୍‌ ହୋଇଛି ବୋଲି ଆଲୋଚନା କରାଯାଉଛି।

ଏକ ରେଷ୍ଟୁରାଣ୍ଟରେ ରଶ୍ମିକା ଏବଂ ବିଜୟ ଏକାଠି ନଜର ଆସିଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଦୁହେଁ ଏକାଠି ନିଜ ପରିବାର ଏବଂ ସାଙ୍ଗମାନଙ୍କ ସହିତ ଏଞ୍ଜୟ କରୁଛନ୍ତି। ପ୍ରଶଂସକମାନେ ରଶ୍ମିକା ଏବଂ ବିଜୟଙ୍କୁ ଏକାଠି ଦେଖି ଖୁସି ଏବଂ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

ଗିଲଙ୍କୁ ନେଇ ବଢିଲା ଟିମ ଇଣ୍ଡିଆର ଟେନସନ! ଶ୍ରୀଲଙ୍କା ଟେଷ୍ଟ ସିରିଜ ପୂର୍ବରୁ…

ନୂଆଦିଲ୍ଲୀ,୬।୮: ଶୁବମନ ଗିଲଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅଗଷ୍ଟ ୧୫ରୁ ଶ୍ରୀଲଙ୍କାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଯାଉଛି। ଏହା ପୂର୍ବରୁ, ‘ମେନ ଇନ…

ଧାମନଗରରେ ସ୍ବାସ୍ଥ୍ୟ ସମୀକ୍ଷା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ, ବନ୍ୟା ବିପନ୍ନଙ୍କ ସହ କଲେ ଆଲୋଚନା

ଧାମନଗର,୬।୮( ସନ୍ତୋଷ କୁମାର ମହାପାତ୍ର): ଚଳିତ ବର୍ଷ ପ୍ରଥମ କରି ବନ୍ୟାରେ ଭଦ୍ରକ ଜିଲା ସମେତ ଧାମନଗର ଅଞ୍ଚଳରେ କ୍ଷୟକ୍ଷତି ହୋଇଥିଲା । ଏହି ବନ୍ୟାରେ ଲୋକଙ୍କ…

ନାବାଳିକା ମୃତ୍ୟୁ ଘଟଣା: ପ୍ରଶାସନିକ ଅବହେଳା ବିରୋଧରେ ଦାବିପତ୍ର ପ୍ରଦାନ କରି…

ଥୁଆମୂଳ ରାମପୁର,୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତ ବାର୍ସିକନା ଗ୍ରାମର କାଲୁଆ ମାଝୀଙ୍କ ୧୬ ବର୍ଷୀୟା ଝିଅ ମାଧୁରୀଙ୍କର ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri