‘ଆନିମଲ’ରେ ନଜର ଆସିବେ ରଶ୍ମିକା

ମୁମ୍ବାଇ: ରଶ୍ମିକା ମନ୍ଧାନାଙ୍କ ଭାଗ୍ୟ ଏବେ ଚମକୁଛି । ଗୋଟିଏ ପରେ ଗୋଟିଏ ବଡ ପ୍ରୋଜେକ୍ଟ ଏବେ ରଶ୍ମିକାଙ୍କ ହାତରେ । ଯେବେ ତାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’କୁ ସଫଳତା ମିଳିଲା ସେବେଠାରୁ ରଶ୍ମିକା ଆଉ ପଛକୁ ଫେରି ଚାହିଁ ନାହାନ୍ତି । ଏବେ ଅଭିନେତ୍ରୀଙ୍କୁ ଫିଲ୍ମ ‘ଆନିମଲ’ରେ ଦେଖିବାକୁ ମିଳିବ । ଆଉ ଦର୍ଶକେ ଏହା ଜାଣିବା ପରେ ବଡ ଉତ୍ସୁକତାର ସହ ପୁଣିଥରେ ରଶ୍ମିକାଙ୍କ ଅଭିନୟ ଦେଖିବାକୁ ଅପେକ୍ଷା ରଖିଛନ୍ତି । କିଛିଦିନ ତଳେ ଶୁଣିବାକୁ ମିଳିଥିଲା କି ଆନିମଲ ପାଇଁ ରଶ୍ମିକାଙ୍କ ନାମ କନଫର୍ମ ହୋଇନାହିଁ । ହେଲେ ଏବେ ନିଜେ ରଶ୍ମିକା ସୋସିଆଲ ମିଡିଆ ମାଧ୍ୟମରେ ଏହା କନଫର୍ମ କରିଛନ୍ତି ଯେ ସେ ଆନିମଲରେ ନଜର ଆସିବେ । ଅଭିନେତ୍ରୀ କହିଛନ୍ତି, ‘ଆନିମଲ’ର ନିର୍ମାତା ପୁଷ୍ପାରେ ମୋର ଅଭିନୟ ଦେଖିବା ପରେ ମୋ ସହ ଯୋଗାଯୋଗ କରି ଅଫର ଦଇଥିଲେ । ଆଉ ମୁଁ ଏ ବିଷୟରେ ଦ୍ୱିତୀୟ ଥର ନ ଭାବି ଏକାଥରେ ହଁ ଭରି ଦେଇଥିଲି । କାରଣ ଆନିମଲରେ ଦର୍ଶକେ ମୋର ଏକ ନୂଆ ରୂପ ଦେଖିବେ ।
ସୂଚନାଯୋଗ୍ୟ, ଫିଲ୍ମ ‘ଆନିମଲ’ରେ ରଶ୍ମିକା ମନ୍ଧାନାଙ୍କ ସହ ରଣବୀର କପୁର ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ । ଫିଲ୍ମର ଏକ ଭିଡିଓ ପୋଷ୍ଟର ବି ରିଲିଜ୍ ହୋଇ ସାରିଛି । ପୋଷ୍ଟରଟିକୁ ଦର୍ଶକେ ଖୁବ୍ ପସନ୍ଦ କରିଛନ୍ତି । ଏବେ ସାଉଥ କୁଇନଙ୍କ ସହ ସାୱରିୟା ବୟଙ୍କ ଡେବ୍ୟୁକୁ ନେଇ ଫ୍ୟାନ୍ସଙ୍କ ଏକ୍ସାଇଟମେଣ୍ଟ ଲେବଲ ହାଇ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri